ଗାଲାତିୟ 6:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କାଇକେ ବଇଲେ ଜନ୍ ଲକ୍ମନ୍ ସୁନତ୍ ବିଦିକେ ଟିକ୍ ବଲି କଇଲାଇନି, ସେମନ୍ ନିଜେ, ମସାର୍ ସବୁ ନିୟମ୍ ମାନତ୍ ନାଇ । ଜେନ୍ତି କି ତମେ ସୁନତ୍ ଅଇ ସେମନର୍ବାଟେ ମିସ୍ଲାସ୍ । ଏଟା ନେଇକରି ବଡ୍ପନ୍ ଅଇବାଇ । Gade chapit la |
ଏଇ କୁଟିଆଲ୍ ଦରମ୍ଗୁରୁମନ୍ ଆରି ପାରୁସିମନ୍, ତମର୍ ଦସା କେଡେ ଇନସ୍ତା ଆରି କାକୁର୍ତି ଅଇସି ! ତମେ ପର୍ମେସରର୍ ପାଇ ବଲି ସାନ୍ ସାନ୍ ଜିନିସ୍ ଅଇଲେ ମିସା ଦସ୍ବାଗ୍ ଅନି ବାଗେକ୍ ଦାନ୍ କର୍ସା, ମାତର୍ ନିଆଇ, ଦୟା, ବିସ୍ବାସ୍ ଏନ୍ତି ମୁକିଅ ମୁକିଅ ବିସଇର୍ ନିୟମର୍ ସିକିଆ ଏଲା କଲାସ୍ନି । ପୁର୍ବର୍ ମୁକିଅ ବିସଇ ଏଲା ନ କରି, ଏ ସବୁଜାକ ଆଗ୍ତୁଅନିସେ ଅବିଆସ୍ କର୍ବାର୍ ରଇଲା ।