17 ସାରାସାରି ଏତ୍କି କଇଲିନି, ଆଜିଅନି ବୁଲ୍ ସିକିଆ ଦେଇକରି ମକେ ଆରି କେ ମିସା କସ୍ଟ ନ ଦେଅ, କାଇକେ ବଇଲେ ମୁଇ ଜିସୁର୍ ଗତିଦାଙ୍ଗ୍ଡା ବଲି ଦେକାଇବାକେ ମର୍ ଗାଗ୍ଡେ ତାର୍ କଣ୍ଡିଆ ଚିନ୍ ଆଚେ ।
କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି ।
ଏବେ ମୁଇ ସାର୍ଦାଅଇଆଚି । କାଇକେବଇଲେ ଜେତ୍କି ଦୁକ୍କସ୍ଟ ମୁଇ ମୁର୍ଚିକରିଆଚି, ସେଟା ତମର୍ ନିକପାଇ । ତାର୍ ବାଦୁଲେ ରଇକରି ଜେତ୍କି ଦୁକ୍କସ୍ଟ ମକେ ମୁରଚ୍ବାକେ କିରିସ୍ଟ ମନ୍ କଲାନି, ସେଟା ସବୁ ସାର୍ଦାସଙ୍ଗ୍ କଲିନି । ତାର୍ ଗାଗଡ୍ ପାରା ରଇବା ତାର୍ ମଣ୍ଡଲିର୍ ନିକପାଇ ମୁଇ ସେଟା କଲିନି ।
ଆମେ ସବୁବେଲେ ଜିସୁର୍ ମରନ୍ ଆମର୍ ଗାଗ୍ଡେ ଏତାଇଲୁନି । ଜେନ୍ତିକି ଜିସୁର୍ ଜିବନ୍ମିସା ଆମର୍ ଗାଗ୍ଡେ ଡିସ୍ସି ।
ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଜାଗ୍ରତ୍ କରାଆ । ଜେନ୍ତାରି କି ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟାନେଅନି କେ ପଚ୍କେ ନ ଜାଅତ୍ । କାଇକେବଇଲେ ସେନ୍ତାରି ଲକ୍ ପିତା ପଲ୍ ଦାର୍ବା ଗଟେକ୍ ଗଚ୍ ପାରା ରଇସି ଆରି ବେସି ଲକ୍କେ ତାର୍ ବିସ୍ ସଙ୍ଗ୍ ଅଇରାନ୍ କର୍ସି ।
ଆମେ ସୁନ୍ଲୁନି ଜେ, ଆମର୍ ଦଲେଅନି କେତେ ଲକ୍ ତମର୍ଟାନେ ଆସି, ଜାଇଜାଇଟା ସିକାଇଆଚତ୍, ତେଇଅନି ସେମନ୍ ତମ୍କେ କଚପଚ ଆରି ତେରେପେତେ କଲାଇଆଚତ୍ । ମାତର୍ ଆମେ ସେମନ୍କେ ସେନ୍ତାରି କର୍ବାକେ, କାଇମିସା ଆଦେସ୍ ଦେଉନାଇ ।
ଏ ସୁବ୍କବର୍ ଚାଡି ଆରି ଗଟେକ୍ ବିନ୍ ସୁବ୍କବର୍ ନାଇ । ମାତର୍ ମୁଇ ଏନ୍ତି କଇଲିନି, କାଇକେ ବଇଲେ କେତେଲକ୍ କିରିସ୍ଟର୍ ସୁବ୍କବର୍ ବିନ୍ ବିନ୍ ରକାମ୍ କରି, ତମ୍କେ କଚପଚ କର୍ବାକେ ଚେସ୍ଟା କଲାଇନି ବଲି ମୁଇ ସୁନ୍ଲିନି ।
ମୁଇ କିରିସ୍ଟକେ ଜାନ୍ବି ବଲି ମନ୍ କଲିନି । ଆରି ପର୍ମେସର୍ ତାକେ ଜନ୍ ବପୁସଙ୍ଗ୍ ମଲାତେଇଅନି ଉଟାଇଲା, ସେ ବପୁ ମୁଇ ମର୍ ଜିବନେ ମିଲାଇବି ବଲି ଆସା କଲିନି । ସେ ଜେନ୍ତାରି ମର୍ପାଇ ଦୁକ୍ କସ୍ଟ ପାଇଲା, ସେନ୍ତାରିସେ ମୁଇମିସା ତାର୍ପାଇ ଦୁକ୍ କସ୍ଟ ପାଇବି ଆରି ତାର୍ ମରନେ ମିସ୍ବି ।
ସେ ପସୁ ସାନ୍ ବଡ୍ ଲକ୍ମନ୍କେ, ସାଉକାର୍ ଆରି ଅର୍କିତ୍ ଲକ୍ମନ୍କେ, ବନ୍ଦି ଆରି ମୁକ୍ଲିରଇବା ଲକ୍ମନ୍କେ ଆରି ସବୁକେ ତାକର୍ ଉଜାଆତେ ନଇଲେ ତାକର୍ କାପାଲେ ଗଟେକ୍ ଚିନ୍ ଗଦ୍ବାକେ ଡରାଇଲା ।
ଏ ଚିନ୍ ନ ଅଇତେ କେ ମିସା ଗେନା ବିକା କରି ନାପାର୍ଲାଇ । ଏ ଚିନ୍ ଅଇଲାନି, ସେ ପସୁର୍ ନାଉଁ ନଇଲେ ସେ ନାଉଁ ବାଦ୍ଲିରଇବା ଲମର୍ ।