7 ପରମେସର୍ ନାଡାଇ ନ ଅଏ, ନିଜେ ନାଡାଇ ଉଆ ନାଇ । ଜେ ଜନ୍ଟା ବୁନିରଇସି, ସେ ସମାନ୍ଟା ଆକା କାଟ୍ସି ।
ତମର୍ ମନେ ର । ଜଦି ଗଟେକ୍ ଚାସି ଉନା ବିଅନ୍ ବୁନ୍ସି, ସେ ଉନା ପସଲ୍ ପାଇସି । ଆରି ଜନ୍ ଚାସି ବୁତେକ୍ ବିଅନ୍ ବୁନ୍ସି, ସେ ବୁତେକ୍ ପସଲ୍ ପାଇସି ।
ନାଡାଇ ଉଆନାଇ, କାରାପ୍ ଲକ୍ମନର୍ ସଙ୍ଗ୍, ସାଙ୍ଗ ଅଇଲେ ସେମନ୍ ତମର୍ ନିକ ଚଲାଚଲ୍ତି କର୍ବାଟା ନସାଇ ଦେବାଇ ।
ବିନ୍ ଲକର୍ ଟାନେଅନି କାଇ ଲଡାକେ ନ ଆଇବା ଚୁଚା କାତା ସୁନି ନାଡାଇ ଉଆ ନାଇ । କାଇକେବଇଲେ, ଏନ୍ତାରି କରି ତାକେ ନ ନାମ୍ବା ଲକ୍ମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
ମନେରଅ ଜନ୍ ଲକ୍ମନ୍ ପାପେରଇକରି ବଁଚ୍ବାଇ ସେମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ । ନିଜେ ନାଡାଇ ଉଆନାଇ । ଜନ୍ ଲକ୍ମନ୍ ନିୟମ୍ ବିରୁଦେ ଚଲାଚଲ୍ତି କଲାଇନି କି ମୁର୍ତି ପୁଜା କଲାଇନି କି ବେବିଚାର୍ କାମ୍ କଲାଇନି କି ମନସ୍ ମନସ୍ ବିତ୍ରେ ଆରି ମାଇଜି ମାଇଜି ବିତ୍ରେ ଅଇବା କାରାପ୍ କାମ୍ କଲାଇନି, ବେସିଆ କାମ୍ କଲାଇନି,
ମାତର୍ ଅବ୍ରାଆମ୍ କଇଲା, “ବାବୁରେ, ତୁଇ ଜିବନ୍ ରଇଲାବେଲାର୍ କାତା ମନେ ଏତାଇ ଦେକ୍ । ତର୍ ଜିବ୍ନେ ସବୁ ନିମାନ୍ ବିସଇ ପାଇରଇଲୁସ୍ । ଆରି ଲାଜାର୍ ସବୁ କାରାପ୍ ବିସଇ ପାଇଲା । ମାତର୍ ସେ ଏବେ ଏ ଜାଗାଇ ସାର୍ଦାଅଇ ଆଚେ । ଆରି ତୁଇ ବେସି କସ୍ଟ ପାଇଲୁସ୍ନି ।
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
ଏ ପିଲାଟକିମନ୍, ତମେ କାର୍ଟାନେଅନି ମିସା ନାଡାଇ ନ ଅଇବାକେ ଜାଗ୍ରତ୍ ଅଇରୁଆ । ପର୍ମେସର୍ ଦେକ୍ବା ଇସାବେ ଜନ୍ ଲକ୍ ଦରମ୍ କାମ୍ କର୍ବାଇ, ସେମନ୍କେସେ ଦରମ୍ ଲକ୍ ବଲି ଡାକ୍ସି । ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ଦରମ୍ । ଜେନ୍ତାରିକି କିରିସ୍ଟ ଦରମ୍ ରଇଲା ।
ଜେ ନିଜର୍ ବିସଇନେଇ ବଡ୍ ବଲି ବାବ୍ସି, ସତଇସେ ଦେକ୍ଲେ ସେ ବଡ୍ ନଏ । ସେ ନିଜେ ନାଡାଇ ଅଇଲାନି ।
କେ ଜଦି ମୁଇ ନିଜେ ଗଟେକ୍ ଦରମ୍ ଲକ୍ ବଲି ବାବ୍ଲାନି, ସେ ଜଦି ତାର୍ ନିଜର୍ ଜିବ୍ ଜାଗର୍ତା କରେ ନାଇ, ସେ ନିଜେ ଆକା ନାଡାଇ ଅଇଲାନି । ତାର୍ ରିତିନିତି କର୍ବାଟା ଚୁଚାଆଇସେ ।
ନିଜ୍କେ ମିସା ନାଡାଇ ନ ଉଆ । ଜେ ଜଦି ମୁଇ ଜଗତର୍ ଇସାବେ ଗିଆନ୍ ରଇବାଲକ୍ ବଲି ମନେ ମନେ ବାବ୍ସି, ତେବେ ସେ ସତ୍ ଗିଆନ୍ ପାଇବାକେ ଆଲେ, କାଇଟା ନାଜାନ୍ଲା ବକୁଆ ଲକର୍ପାରା ଅଇବାର୍ ଆଚେ ।
ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି ।
ଜିସୁ ସେମନ୍କେ କଇଲା, “ଜାଗ୍ରତ୍ଅଇକରି ରୁଆ, ନାଡାଇ ଉଆ ନାଇ । ବେସି ଲକ୍ ମର୍ ନାଉଁଦାରି ଆସି କଇବାଇ, ‘ମୁଇ ସେ ଆକା ।’ ବେଲା କେଟ୍ଲା ଆଚେ, ମାତର୍ ତମେ ସେମନର୍ ପଚେ ଜାଆ ନାଇ ।
“ସାରାସାରି ଦିନ୍ ମନ୍କେ ମାପ୍ରୁକେ କିଜାଇକରି ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବା ଲକ୍ମନ୍ ରଇବାଇ ।” ସେମନ୍ ତମ୍କେ ଏନ୍ତି କଇରଇଲାଇ ।
କେ ମିସା ସେନ୍ତାରିକରି ତମ୍କେ ବୁଲ୍ ବାଟେ ନ ନେଅ । କାଇକେବଇଲେ ପର୍ତୁମ୍ ଦରମର୍ ପାଇ ବିରଦ୍ ଅଇସି । ତାର୍ପଚେ ବିନାସ୍ କରୁ ଜେ କି ପାପି ମୁନୁସ୍ ଆଇବା ଦର୍କାର୍ । ସେ ପାପି ମୁନୁସ୍ ନ ସାର୍ବା ମରନେ ଜାଇସି ।