11 ସେଟା ସବୁ ମାୟା ଅଇଜାଇସି, ମାତର୍ ତୁଇ ସବୁଦିନର୍ପାଇ ରଇସୁ । ସେଟା ସବୁ ପୁର୍ନା ଲୁଗା ପାରା ଚିରି ଅଇଜାଇସି ।
ବାଦଲ୍ ଆରି ତେଇ ଉଜଲ୍ ଅଇ ରଇବାଟାମନ୍, ଦୁନିଆଇ ଆରି ତେଇରଇବା ସବୁ ଦିନ୍ସୁ ନାସ୍ ଅଇବା ସାରାସାରି ଦିନ୍ ଆଇସି, ମାତର୍ ମର୍ ବାକିଅ କେବେ ମିସା ନ ସାରେ ।”
ତାର୍ପଚେ ଏଦେ ଦେକା ! ନୁଆ ସରଗ୍ ଆରି ନୁଆ ଜଗତ୍ ଦେକ୍ଲି । ପର୍ତୁମ୍ ସରଗ୍ ଆରି ପର୍ତୁମ୍ ଜଗତ୍ ଆରି ଡିସେନାଇ । ସମ୍ଦୁର୍ ମିସା ଆରି ଡିସେନାଇ ।
ସରଗ୍ ଆରି ମଚ୍ପୁର୍ ନସି ଜାଇସି, ମାତର୍ ମର୍ ବାକିଅ କେବେ ନ ନସେ ।”
ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
ଜେଡେବେଲେ ସେ ଆରିତରେକ୍ ବଲି କଇରଇଲା, ତାର୍ ଅରତ୍ ଅଇଲାନି ତିଆର୍ କରିରଇବା ସବୁଜାକ ଚୁଲ୍ବୁଲାଇ କରି ସବୁଜାକ ଦାରିଜାଇସି । ଜେନ୍ତାରି କି ନ ଚୁଲ୍ବୁଲ୍ବାଟାସେ ରଇସି ।
ତାର୍ପଚେ ମୁଇ ଗଟେକ୍ ବଡ୍ଟା ଦବ୍ ବସ୍ବା ଜାଗା ଆରି ଜେ ତାର୍ ଉପ୍ରେ ବସିରଇଲା, ତାକେ ଦେକ୍ଲି । ସରଗ୍ ଆରି ଦର୍ତନି ତାର୍ ମୁଆଟେଅନି ପାଲାଇଲାଇ ଆରି କେବେ ଡିସତ୍ନାଇ ।
ସୁମର୍ନା ମଣ୍ଡଲିକେ ଦେକାରକା କର୍ତେରଇବା ଦୁତ୍କେ ଲେକା । ଏ କବର୍ ମର୍ଟାନେଅନି ପାଟାଇଲିନି । ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ ଆରି ସାରାଇବା ଲକ୍ ମିସା ମୁଇସେ । ମୁଇ ମରିରଇଲି ଆରି ଜିବନ୍ ଅଇକରି ଉଟ୍ଲି ।
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
ଏବେ ଗଟେକ୍ ନୁଆ ରାଜିନାମା ଆଚେ ବଲି ପର୍ମେସର୍ କଇଲାକେ ପୁର୍ନା ରାଜିନାମାକେ କାଇ ମୁଲିଅ ନାଇ ବଲି ଆମେ ଜାନୁ । ଜନ୍ଟା ପୁର୍ନା ଅଇଗାଲା ଆରି କାଇଟା ପାଇ ମିସା ଲଡାକେ ନ ଆଇଲେ, ସେଟା ବାଇରେ ପିଙ୍ଗିଦେବାଇ ।