ଏବ୍ରି 10:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସବୁ ଜିଉଦି ପୁଜାରିମନ୍ ସେ ସମାନ୍ ବଲି ସର୍ପିଦେଇକରି ଦିନ୍କେଦିନ୍ ଟିଆ ଅଇତେରଇଲାଇ । ମାତର୍ ଏ ବଲି ଲକ୍ମନର୍ ପାପ୍ ନେଇ ନାପାର୍ଲା । Gade chapit la |
ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।