ଏବ୍ରି 10:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଆସା, ଆମେ ବିନ୍ ଲକ୍ମନ୍କେ ମନ୍ଦେଇ ସେମନ୍କେ ସାଇଜ କରୁ । ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରି ନିକ କାମ୍ କରୁ । Gade chapit la |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।