ଏବ୍ରି 10:39 - ସତିଅର୍ ବାଟ୍ ନୁଆ ନିୟମ୍ 202039 ମାତର୍ ଆମେ ପର୍ମେସର୍କେ ନ ମାନିକରି ତାର୍ ତେଇଅନି ବେଗ୍ଲି ଜିବା ଲକ୍ ନଉଁ । ମାତର୍ ଆମେ ବିସ୍ବାସ୍ କରି ରକିଆ ପାଇଲା ଲକ୍ମନର୍ ସଙ୍ଗ୍ ଆଚୁ । Gade chapit la |
ଜଦି ତମର୍ ସଙ୍ଗର୍ ବିସ୍ବାସି ବାଇ ପାପ୍କଲାନି ବଲି ଜାନ୍ଲେ, ଆରି ସେ ପାପ୍, ଲକ୍କେ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପ୍ ନଇଲେ, ସେ ଲକ୍କେ ରକିଆ କର ବଲି ତାକେ ଗୁଆରି କର୍ବାର୍ ଆଚେ । ଆରି ପର୍ମେସର୍ ସେ ଲକ୍କେ କେମାକରି ରକିଆ କର୍ସି । ଏଟା ଜେନ୍ତାରି ପାପ୍ ଜନ୍ଟା ମରନର୍ ବାଟେ ଲକ୍ମନ୍କେ ନ ଡାକିନେଏ, ସେନ୍ତାରି ପାପର୍ ପାଇ । ମାତର୍ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପର୍ ପାଇ, ତମେ ତାକେ ଗୁଆରି କରା ବଲି ମୁଇ କଇ ନାଇ ।
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।