40 କାଇକେବଇଲେ ପର୍ମେସର୍ ଗଟେକ୍ ବେସି ନିକ ଜଜ୍ନା ଆମର୍ପାଇ ଟିକ୍ କଲାଆଚେ । ଆମେ ସେ ଲକ୍ମନର୍ ସଙ୍ଗ୍ ନ ମିସ୍ବାଜାକ, ସେ ସେମନ୍କେ କାତା ଦେଇରଇଲାଟା ସିଦ୍ ନ କରେ ।
ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା ।
ଏ ଜଗତର୍ ପୁଜାରିମନର୍ କାମ୍ତେଇଅନି ଜନ୍ କାମ୍ ପର୍ମେସର୍ ଜିସୁକେ ସର୍ପିଦେଲା, ସେ କାମ୍ ଅଦିକ୍ ଗୁର୍ତୁ ରଇବାଟା । ସେନ୍ତାରିସେ ଜନ୍ ନୁଆ ରାଜିନାମାସଙ୍ଗ୍ ସେ ପର୍ମେସର୍ ଆରି ମନୁସ୍ଜାତିକେ ଆରିତରେକ୍ ମିସାଇଲା, ସେଟା ପୁର୍ନା ରାଜିନାମାତେଇ ଅନି ନିକ । କାଇକେବଇଲେ, ନୁଆ ରାଜିନାମାତେଇ ରଇବା ପର୍ମେସରର୍ ସପତ୍ ସବୁ ବେସି ନିକ ଆଚେ ।
କାଇକେବଇଲେ ମସାର୍ ନିୟମ୍ କାଇଟା ମିସା ପୁରାପୁରୁନ୍ ସିଦ୍କରି ନାପାର୍ଲା । ମାତର୍ ଏବେ ଆମ୍କେ ଗଟେକ୍ ବପୁର୍ ଆସା ମିଲ୍ଲା ଆଚେ । ଜାର୍ଲାଗି ଆମେ ପରମେସରର୍ ଲଗେ ଅଇବାକେ ଆସିପାର୍ଲୁନି ।
ତେବର୍ପାଇ ଏ ସବୁ ବିସଇ ଜନ୍ଟା ସର୍ଗେ ରଇବା ବିସଇ ଚୁଚାଇସେ ଆଚେ । ଏଟା ସବୁ ପସୁମନର୍ ବନିସଙ୍ଗ୍ ସୁକଲ୍ କରାଇବାକେ ଦର୍କାର୍ ରଇଲା । ମାତର୍ ସରଗର୍ ବିସଇମନ୍କେ ସୁକଲ୍ କର୍ବାକେ ସର୍ପି ଅଇବାଟା ଅଦିକ୍ ନିକ ଅଇରଇବାର୍ ରଇଲା ।
ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା ।
କାଇକେବଇଲେ ପର୍ମେସର୍ ଜନ୍ ସପତ୍ ତାକେ ଦେଇରଇଲା, ତାର୍ ନୁଆ ରାଜିନାମା ପୁରାପୁରୁନ୍ ଅଇସିଆକା ବଲି ଜିସୁ ଡାଁଟ୍ ସଙ୍ଗ୍ କଇଲାନି ।
ସେମନ୍ ଚାଡିଆଇଲା ନଅର୍ତେଇଅନି ଅଦିକ୍ ନିକ ଗଟେକ୍ ନଅରର୍ ପାଇ ତାକର୍ ଆଁକି ରଇଲା । କାଇକେବଇଲେ, ସେମନ୍ ସରଗ୍ ଦେସ୍ ପାରାଟା କଜ୍ତେରଇଲାଇ । ସେମନ୍ ତାକେ ପର୍ମେସର୍ ବଲି ଡାକ୍ଲାର୍ ପାଇ, ସେ ଲାଜ୍ ଅଏନାଇ । କାଇକେବଇଲେ ସେ ତାକର୍ପାଇ ଗଟେକ୍ ନଅର୍ ତିଆର୍କଲା ଆଚେ ।