ଏବ୍ରି 12:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ମାତର୍ ଏବେ ଆମେ ସିଅନ୍ ପର୍ବତେ ଆସିଆଚୁ । ସେଟା ଅଇଲାନି ସର୍ଗେ ରଇବା ଜିରୁସାଲେମ୍ । ଜିବନ୍ ରଇବା ପର୍ମେସରର୍ ନଅରେ ଆଇଲୁ ଆଚୁ । ଜନ୍ଟାନେ କି ଅଜାର୍ ଅଜାର୍ ଦୁତ୍ମନ୍ ଆଚତ୍ । Gade chapit la |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।