ଏବ୍ରି 13:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଜିସୁକିରିସ୍ଟର୍ ଲାଗି ସାନ୍ତି ଦେବା ପର୍ମେସର୍ ତମ୍କେ ସବୁ ରକାମର୍ ସାଇଜ ଦେଅ । ଜେନ୍ତାରି କି ସେ ମନ୍ କଲାଟା ତମେ ପୁରାପୁରୁନ୍ କର୍ସା । ଆମେ କର୍ବା କାମ୍ ତାକେ ସାର୍ଦା ଦେଅ । ଜିସୁକିରିସ୍ଟକେ ଆମେ ନ ସାର୍ବା ଦିନ୍ଜାକ ଡାକ୍ପୁଟା ଦେଉଁ । Gade chapit la |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।