25 ପର୍ମେସର୍ ତମ୍କେ ସବୁଲକ୍କେ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ।
ମୁଇ ପାଉଲ୍ ଏଟା ନିଜେ ଲେକ୍ଲିନି, “ଜୁଆର୍ ! ମୁଇ ବନ୍ଦିଗରେ ଆଚିବଲି ଏତାଆ ।” ପର୍ମେସରର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସଙ୍ଗ୍ ରଅ ।
ମାପ୍ରୁ ଜିସୁ ଜିବନ୍ ଦୁକାଇଲାଟା ସବୁର୍ ଲଗେ ରଅ । ଆମେନ୍ !
ମର୍ ସଙ୍ଗ୍ ରଇବା ସବୁ ବିସ୍ବାସିମନ୍ ତକେ ଜୁଆର୍ ଜାନାଇଲାଇନି । କିରତେରଇବା ଆମର୍ ବିସ୍ବାସି ବାଇବଇନିମନ୍ ଜେତ୍କିଲକ୍ ଆମ୍କେ ଆଲାଦ୍ କଲାଇନି, ସେମନ୍କେ ସବୁକେ ଆମର୍ ଜୁଆର୍ ଜାନାଇଦେସ୍ । ପର୍ମେସର୍ ତାର୍ ଜିବନ୍ ଦୁକାଇ ତମ୍କେ ଦୟା ଦେକାଅ ।
ପର୍ମେସର୍ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ରଅ ।
ଆମର୍ ମାପ୍ରୁ ଜିସୁ କିରିସ୍ଟକେ ଜେତ୍କି ଲକ୍ ଆଲାଦ୍ କଲାଇନି, ସେମନ୍କେ ପର୍ମେସର୍ ତାର୍ ଜିବନ୍ ଦୁକାଇଲାଟା ଆରି ନ ସାର୍ବା ଆଲାଦ୍ ଦେଅ ।
ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ ।
ଗାୟସ୍ ତମ୍କେ ଜୁଆର୍ ଜାନାଇଲାନି । ମୁଇ ତାର୍ ଗରେ ରଇଲିନି ଆରି ତାର୍ ଗରେ ରୁଣ୍ଡ୍ବା ଇତିର୍ ବିସ୍ବାସିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଏ ଗଡର୍ ଡାବୁ ଇସାବ୍କିତାବ୍ କରୁ ଏରାସ୍ଟ ଆରି ବାଇ କାର୍ତ ମିସା ତମ୍କେ ଜୁଆର୍ ଜାନାଇଲାନି ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ମୁଇ ଜାକୁବ ମାପ୍ରୁ ଜିସୁକିରିସ୍ଟ ଆରି ବାବା ପର୍ମେସରର୍ ଗଟେକ୍ ଗତିଦାଙ୍ଗ୍ଡା । ଗୁଲାଇ ଜଗତେ ଚିନ୍ଚତର୍ ଅଇଜାଇରଇବା ପର୍ମେସରର୍ ବାର୍ଟା କୁଟୁମର୍ ଲକ୍ମନ୍କେ ମୁଇ ଜୁଆର୍ ଜାନାଇକରି ଏ ଚିଟି ଲେକ୍ଲିନି ।