ଏବ୍ରି 6:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଡୁବନ୍ ବିସଇର୍ ସିକିଆ ଦେବାଟା, ଆତ୍ ସଙ୍ଗଇକରି ପାର୍ତନା କର୍ବାଟା, ମଲା ଲକ୍ମନ୍ ଆରିତରେକ୍ ବଁଚ୍ବାଟା ଆରି ଲକ୍ମନ୍କେ ସବୁଦିନର୍ପାଇ ରଇବା ପର୍ମେସରର୍ ନ ସାର୍ବା ବିଚାର୍ନା । Gade chapit la |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।