17 କାଇକେ ବଇଲେ ବାଗ୍ବାଟା ଲେକିରଇଲା ଲକ୍ ବଁଚି ରଇଲା ଜାକ, ବାଗ୍ବାଟାର୍ କାଗଜ୍ ପତରର୍ କିଚି ମୁଲିଅ ନାଇ । ସେଟା ତାର୍ ମରିଗାଲା ପଚେ ସେ କାମ୍ ଦେଇସି ।
ଏ ବାଇବଇନିମନ୍ ! ପର୍ମେସର୍ ଅବ୍ରାଆମ୍କେ ଜନ୍ ସପତ୍ ଦେଇ ରଇଲା, ସେଟା ବାତାଇବାକେ ମୁଇ ଗଟେକ୍ ଉଦାଅରନ୍ କଇବି। ଜେଡେବଲ୍ ଦୁଇ ଲକ୍ ଗଟେକ୍ ବିସଇତେଇ ରାଜିନାମା ଲେକ୍ବାଇ, ସେ ରାଜିନାମା କେ ମିସା ବାଙ୍ଗାଇ ନାପାରତ୍ । କି ତେଇ କାଇଟା ମିସାଇ ନାପାରତ୍ ।
“ମୁଇ ତମ୍କେ ସାନ୍ତି ଦେଇକରି ଗାଲିନି । ମର୍ ନିଜର୍ ସାନ୍ତି ତମ୍କେ ଦାନ୍ ଦେଇକରି ଗାଲିନି । ଏଟା ଦୁନିଆ ଦାନ୍ ଦେଲାପାରା ସାନ୍ତି ନଏଁ । ସେଟାର୍ ପାଇ ଚିନ୍ତା କରା ନାଇ କି କିଲ୍ବିଲ୍ ଅଇ ଡରା ନାଇ ।
ଗଟେକ୍ ଲକ୍ ଜଦି ତାର୍ ଦନ୍ ସଁପତି ବାଗ୍ ବାଟା କର୍ବା ବିସଇର୍ ଚିଟି କରିରଇସି । ସେଟା ଜାନାଇବାକେ ସେ ଲକର୍ ନାଉଁଦାରି ରାଜିନାମା ପାଆଟା ପତର୍ ରଇବାର୍ ଆଚେ । ସେ ମରିଗାଲାପଚେ ତାର୍ଟା ଜାନାପଡ୍ବାର୍ ଆଚେ ।
ସେନ୍ତାରିସେ, ପର୍ତୁମ୍ ରାଜିନାମା ମିସା ବନି ଜରାଇଲାକେସେ ସେଟାର୍ ମୁଲିଅ ରଇଲା ।