ଏବ୍ରି 9:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ଜିଉଦିମନର୍ ବଡ୍ ପୁଜାରି ଜେନ୍ତିକି ବରସ୍କେ ତରେକ୍ ପସୁର୍ ବନି ନେଇ ବଡ୍ ସୁକଲ୍ ଜାଗାଇ ଜାଇସି, ସେନ୍ତାରି କିରିସ୍ଟ ନିଜ୍କେ ତର୍କେ ତର୍ ସର୍ପିଅଇକରି ତେଇ ଜାଏନାଇ । Gade chapit la |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।