ଏବ୍ରି 9:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 କାଇକେବଇଲେ, ସେ ଜଦି ସେନ୍ତାରି କର୍ତା ଏ ଜଗତ୍ ତିଆର୍ ଅଇଲା ଦିନେଅନି ସେ ବେସି ତର୍ ଦୁକ୍ପାଇବାକେ ଅଇତା । ମାତର୍ ସେ ଏ ସାରାସାରି ଦିନ୍ ମନ୍କେ ତରେକ୍ସେ ଏ ଜଗତେ ଆଇଲା ଆରି ନିଜ୍କେ ସର୍ପିଦେଇକରି ସବୁ ପାପ୍ ଦାରିଗାଲା । Gade chapit la |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।