24 ସେ ନିକ କରି ନିଜର୍ ଚାଁଇ ଦେକି ଅଇତେରଇସି । ମାତର୍ ତେଇଅନି ଉଟିଗାଲା ପଚେ ତାର୍ ବାନିମୁର୍ତି ପାସ୍ରି ଜାଇସି ।
ଏ ସବୁ ବିସଇ ଏ ରକାମ୍ ଆଜିଜାଇସି, ତେବର୍ ପାଇ ତମେମନ୍ ବେସି ସୁକଲ୍ ଆରି ଜାଗ୍ରତ୍ସଙ୍ଗ୍ ରଇବାର୍ ଆଚେ।
ସେଟା ଦେକିକରି ଜନ୍ ପାରୁସି ତାକେ ଡାକିରଇଲା, ସେ ମନେ ମନେ ବାବ୍ଲା, “ଜଦି ଏ ଲକ୍ ବବିସତ୍ବକ୍ତା ଅଇରଇତା ବଇଲେ, ଆକେ ଜେ ଚିଇଲାନି, ସେ କେ ଆରି ସେଟା କେନ୍ତାର୍ ମାଇଜି, ବଲି ଜାନ୍ତା । କାଇକେବଇଲେ ସେ ଗଟେକ୍ ପାପି ମାଇଜି ।”
ଆରି ସୁନିରଇବା ସବୁ ଲକ୍ମନ୍ କାବା ଅଇକରି, ମନେ ମନେ ବାବ୍ଲାଇ, ତେବେ ଏ ପିଲା କାଇଟା ଅଇସି ? କାଇକେବଇଲେ ମାପ୍ରୁର୍ ବପୁ ପିଲାର୍ସଙ୍ଗ୍ ଆଚେ ବଲି ସବୁକେ ଜାନାପଡ୍ଲା ।
ଜେଡେବେଲେ ଆମେ ତମ୍କେ ଏ ସୁବ୍ କବର୍ ଜାନାଇରଇଲୁ, ସେଟା ଅବ୍କା କାତାଇ ନ ରଇଲା, ମାତର୍ ସୁକଲ୍ଆତ୍ମାର୍ ବପୁ ସଙ୍ଗ୍ ଆରି ସେଟା ସତ୍ ବଲି ପୁରାପୁରୁନ୍ ବିସ୍ବାସର୍ ସଙ୍ଗ୍ ରଇଲା । ତମେ ଜାନାସ୍, ତମର୍ ସଙ୍ଗ୍ ରଇଲାବେଲେ ଆମେ କେନ୍ତି ରକାମେ ଜିଉନାକାଉନା କର୍ତେରଇଲୁ, ଜେନ୍ତିକି ତମର୍ ମଙ୍ଗଲ୍ ଅ ବଲି ଆମର୍ ବାବ୍ନା ରଇଲା ।
ଏଟା ଦେକି ସିସ୍ମନ୍ ବେସି କାବାଅଇଜାଇ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏ କେନ୍ତାର୍ ଲକ୍ ଜେ ବାଉପବନ୍ ଆରି ଲଅଡି ମିସା ଆର୍ କାତା ମାନ୍ଲାଇନି ।”
ଜନ୍ଲକ୍ ପର୍ମେସରର୍ ବାକିଅ ଅବ୍କା ସୁନ୍ସି, ମାତର୍ ତେଇର୍ କାତା ନ ନାମେ, ସେ ତାର୍ ମୁଏ ରଇବା ଆର୍ଲା, ଦର୍ପନେ ଦେକ୍ବା ଲକ୍ ପାରା ।
ମାତର୍ ମୁନୁସର୍ ମୁକ୍ତି ପାଇ ଗଟେକ୍ ପୁରାପୁରୁନ୍ ନିୟମ୍ ଆଚେ । ଜେ ସେ କାତା ସୁନିକରି ନ ପାସ୍ରେ, ଆରି ତାର୍ଲାଗି ସବୁ ମନ୍ପରାନ୍ ଦେଇକରି ନିଜର୍ ଜିବନ୍ତେଇ ମାନିକରି ରଇସି ବଇଲେ ପର୍ମେସର୍ ତାର୍ କରିରଇବା ସବୁ କାମ୍ ମଙ୍ଗଲ୍ କର୍ସି ।