21 ଆମର୍ ପୁର୍ବର୍ ଆନିଦାଦି ଅବ୍ରାଆମ୍ କେ ଦେକା, ପର୍ମେସର୍ ତାକେ ଦରମ୍ ଲକ୍ ବଲି ଡାକ୍ଲା । ସେଟା ତାର୍ ନିକ କାମ୍ ପାଇ । ଜେଡେବେଲେ ନିଜର୍ ପିଲା ଇସାକ୍କେ ବେଦିଟାନେ ବଲି ଦେବାବେଲେ ନେଇରଇଲା ।
ଜିଉଦି ଲକ୍ମନ୍ ତାକେ କଇଲାଇ, “ଆମର୍ ବାବା ଅବ୍ରାଆମ୍ ।” ଜିସୁ କଇଲା, “ତମେ ଜଦି ସତଇସେ ଅବ୍ରାଅମର୍ ନାତିତିତି ଅଇରଇତାସ୍ ବଇଲେ, ଅବ୍ରାମ୍ କରିରଇଲା କାମ୍ମନ୍ କର୍ତାସ୍ ।
“ ସେଟାର୍ପାଇ ପରମେସର୍ କାତା ଦେଇରଇବାଟା ବିସ୍ବାସର୍ ଲାଗି ରଇସି । ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନର୍ ପାଇସେ ପରମେସର୍ କାତା ଦେଏ ନାଇ । ଅବ୍ରାଆମର୍ ପାରା ବିସ୍ବାସ୍ କର୍ତେ ରଇବା ସବୁର୍ ପାଇ ସେଟା ଲଡା । କାଇକେବଇଲେ ଅବ୍ରାମ୍ ସେମନର୍ ଆତ୍ମା ଇସାବେ ରଇବା ବାବା ।”
ତମର୍ କାତାଇଅନି ତମେ ବିଚାର୍ କରାଇଅଇ, ଦସି ନଇଲେ ଦସ୍ ନ କଲା ଲକ୍ ବଲାଇଅଇସା ।”
ଅବ୍କା ବିସ୍ବାସ୍ କଲେସେ ଗଟେକ୍ ଲକ୍ ଦରମ୍ ବଲି ନାମାଇଅଇ ନଏଁ, ମାତର୍ ତାର୍ କର୍ବା ନିକ କାମର୍ ଲାଗି ଅଇସି । ଏଟା ତମେ ଦେକ୍ଲାସ୍ନି ।
ମାତର୍ କେ ଆଲେ ମକେ କଇସି, ଗଟେକ୍ ଲକର୍ ବିସ୍ବାସ୍ ଆଚେ ଆରି ଗଟେକ୍ ଲକର୍ ନିକ କାମ୍ ଆଚେ, ମୁଇ ତାକେ କଇବି ନିକ କାମ୍ ଚାଡି, ଗଟେକ୍ ଲକ୍କେ କେନ୍ତି ବିସ୍ବାସ୍ ଅଇସି ? । ଅବ୍କା ବିସ୍ବାସ୍ କର୍ତେରଇବା ଲକ୍ ରଇଲେ ମକେ ଦେକାଆ । ମର୍ କର୍ବା ନିକ କାମ୍ ସଙ୍ଗ୍ ମର୍ ବିସ୍ବାସ୍ ମୁଇ ଦେକାଇବି ।
ଅବ୍ରାଅମ ସୁନତ୍ ଅଇବା ଆଗ୍ତୁ ବିସ୍ବାସର୍ ଜନ୍ ଚିନ୍ ଦେଇରଇଲା, ଜଦି ସୁନତ୍ ନଇଲା ଲକ୍ମନ୍ ନିଜର୍ ଜିବନେ ସେ ରକାମ୍ ବିସ୍ବାସ୍ ଦେକାଇ ପାର୍ବାଇ ବଇଲେ, ଅବ୍ରାଆମ୍ ସେମନର୍ ମିସା ବାବା ।
ଆମର୍ ବାବା ଅବ୍ରାଆମର୍ ବିସଇନେଇ କାଇଟା ବଲି କଉଁ ? ସେ ଆମର୍ ଜିଉଦି ବଁସର୍ ଆନିଦାଦି ରଇଲା । ସେ କେନ୍ତି ଦରମ୍ ବଲାଇ ଅଇଲା ?
ମାତର୍ ନିୟମର୍ ରିତିନିତି ମାନିକରି କେ ମିସା ପରମେସରର୍ ମୁଆଟେ ଦରମ୍ ଲକ୍ ଅଇନାପାରେ । ନିୟମେଅନି ସେ ଲକ୍ ଅବ୍କା ପାପର୍ ବଜ୍ସେ ପାଇସି ।
ତିପାନ୍ କଇଲା, “ଇତି ରଇବା ମର୍ ବାଇମନ୍ ଆରି ବାବାମନ୍ ଅଲପ୍ ସୁନା, ଆମର୍ ଆନିଦାଦି ଅବ୍ରାଆମ୍ ଆରନେ ବାସା ଅଇବାକେ ଜିବା ଆଗ୍ତୁ ମଇମା କର୍ବା ପର୍ମେସର୍ ମେସପଟାମିଆଇ ଦେକାଇଅଇଲା ।”
ସେମନ୍ ପାଚାର୍ଲାଇ “ତୁଇକାଇ ଆମର୍ ବାବା ଅବ୍ରାଆମ୍ଟାନେଅନି ବଡ୍ ଲକ୍କି ? ସେମନ୍ ମିସା ମରିଗାଲାଇ ଆଚତ୍ ଆରି ବବିସତ୍ବକ୍ତାମନ୍ ମିସା ମରିଜାଇଆଚତ୍ । ତୁଇ ନିଜ୍କେ କେ ବଲି ବାବ୍ଲୁସ୍ନି ?”
ଆରି ସେ ସାଉକାର୍ ଅବ୍ରାଆମ୍କେ କଇଲା, “ସେତ୍କି ନଏଁ ବାବା, ମଲାଟାନେଅନି ଉଟିକରି ଗଟେକ୍ ଲକ୍ ଜାଇ କଇଲେ ସେମନ୍ ବିସ୍ବାସ୍ କରି ପାପେଅନି ମନ୍ ବାଉଡାଇବାଇ ।” ବଲି କଇଲା ।
ସେ ଆଉଲି ଅଇ କଇଲା, “ଏ ବାବା ଅବ୍ରାଆମ୍, ମକେ ଦୟା କର୍ । ଲାଜାର୍କେ ମର ଲଗେ ପାଟାଇଦେସ୍ । ସେ ଆସିକରି ନିଜର୍ ଆଙ୍ଗ୍ଟି ସଙ୍ଗ୍ ପାନି ଦେଇ, ମର୍ ଜିବ୍ କାକର୍ କର । କାଇକେ ବଇଲେ ମୁଇ ଏ ନରକ୍ପୁରର୍ ଜଇଲଗେ ବେସି କସ୍ଟ ପାଇଲିନି ।”
ଆମର୍ ପୁର୍ବର୍ ବାବା ଅବ୍ରାଆମ୍କେ ଜନ୍ କାତା ଦେଇରଇଲା ।
ଅବ୍ରାଆମ୍ ଆମର୍ ପୁର୍ବର୍ ଆନିଦାଦି ବଲି କଇଲେ ତମ୍କେ ପର୍ମେସର୍ ଦେବା ଡଣ୍ଡ୍ ନ ମିଲେ ବଲି ବାବା ନାଇ । ମୁଇ ତମ୍କେ କଇଲିନି, ପର୍ମେସର୍ ପାକ୍ନାତେଇ ଅବ୍ରାଆମର୍ ବଁସ୍ ତିଆର୍ କର୍ସି ।
ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ଜେଡେବେଲେ ପର୍ମେସର୍ ତାକେ ପରିକା କଲା, ସେ ତାର୍ ପଅକେ ବଲି ଇସାବେ ସର୍ପି ଦେଲା । ମାତର୍ ପର୍ମେସର୍ କାତା ଦେଇରଇଲାଟାନେ ଅବ୍ରାଆମର୍ ବିସ୍ବାସ୍ ଡାଁଟ୍ ରଇଲା । ଆରି ସେ ତାର୍ ଗଟେକ୍ ବଲି ପଅ ଇସାକ୍କେ ବଲି ଇସାବେ ଦେବାକେ ରାଜି ରଇଲା ।