26 ତେବେ, ଆତ୍ମା ଚାଡିଗାଲେ ଲକ୍ମନର୍ ଗାଗଡ୍ ଜେନ୍ତିକି ମଲା ସମାନ୍, ସେନ୍ତାରିସେ ନିକ କାମ୍ ନ କଲେ, ବିସ୍ବାସ୍ ମିସା ମଲା ସମାନ୍ ଆଚେ ।
ମାତର୍ ଏ ନିଲ୍ଜାଇ ଲକ୍ମନ୍ ତମେ ବୁଜିନାପାରାସ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି, ବଲି କଇସି ଆରି ନିକ କାମ୍ ନ କରେ, ସେନ୍ତାର୍ଆଲେ ତାର୍ ବିସ୍ବାସ୍ କର୍ବାଟା ଚୁଚାଇସେ ।
ସେନ୍ତାରିସେ ଗଟେକ୍ ବିସ୍ବାସ୍ କର୍ବା ଲକ୍ ତାର୍ ବିସ୍ବାସ୍ ସଙ୍ଗ୍ ନିକ କାମ୍ ମିସା ନ ଡିସ୍ଲେ ତାର୍ ବିସ୍ବାସ୍ ମରିଗାଲା ଆଚେ ।
ଏ ମର୍ ବାଇବଇନିମନ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି ବଲି କଇସି । ମାତର୍ ତାର୍ କାମ୍ କଲାଟାନେ ସେଟା ନ ଡିସେ ବଇଲେ, ତାର୍ ପାଇ କାଇ ମୁଲିଅ ନାଇ । ଏନ୍ତାରି ବିସ୍ବାସ୍ ତାକେ କାଇ ମୁକ୍ତି ଦେଇ ନାପାରେ ।
ଆରି ଜିସୁ ଆଉଲିଅଇ କଇଲା, “ଏ ବାବା, ମର୍ ଆତ୍ମା ତକେ ସର୍ପିଦେଲିନି ।” ଏତ୍କି କଉ କଉ ତାର୍ ଜିବନ୍ ଚାଡିଗାଲା ।
କାଇକେବଇଲେ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଜିଇଲେ କାଇଲେ, ସୁନତ୍ ଅଇବାଟା କି ସୁନତ୍ ନ ଅଇବାଟା କାଇଟା ମିସା ନାଇ । ଏକାଇ ଗଟେକ୍ସେ ଦର୍କାର୍ ରଇଲା ବିସଇ । ସେଟା ଅଇଲାନି, ବିସ୍ବାସେ ଡାଟ୍ ରଇ ଆଲାଦ୍ ସଙ୍ଗ୍ ଦାଇତେ ରଇବା କାମ୍ କର୍ବାର୍ ।