31 ମୁଇ ନିଜେ ମିସା ସେ କେ ଅଇରଇସି ବଲି ନାଜାନିରଇଲି । ମାତର୍ ଇସ୍ରାଏଲର୍ ଲକ୍ମନ୍ ତାର୍ ବିସଇ ଜାନତ୍ ବଲି ମୁଇ ପାନିତେଇ ଡୁବନ୍ ଦେବାକେ ଆସିଆଚି ।”
ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।”
ଏଲେମିସା ସେଡ୍କିବେଲା ଜାକ ଏ ଲକ୍ ସେ ଆକା ବଲି ମୁଇ ଜାନି ନ ରଇଲି । ମାତର୍ ପାନିତେଇ ଡୁବନ୍ ଦେବାକେ ପାଟାଇରଇଲା ପର୍ମେସର୍ ମକେ କଇରଇଲା, ଜେଡେବେଲା ଗଟେକ୍ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଆଇବାଟା ତୁଇ ଦେକ୍ସୁ, ସେସେ ଅଇଲାନି ତୁଇ କଜ୍ବା ଲକ୍ । ସେ ଲକ୍ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
ସେ ଲକ୍ମନ୍କେ ଉଜଲ୍ ବିସଇ କଇବାର୍ ଆସିରଇଲା । ଜେନ୍ତାରିକି ଗୁଲାଇ ଜଗତର୍ ଲକ୍ମନ୍ ତାର୍ତେଇଅନି ସେ ଉଜଲର୍ ବିସଇ ସୁନ୍ବାଇ ଆରି ବିସ୍ବାସ୍ କର୍ବାଇ ।
ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
ପାଉଲ୍ କଇଲା, “ଜନ୍ ଲକ୍ମନ୍ ପାପେଅନି ବାଉଡି ରଇଲାଇ, ଜଅନର୍ ଡୁବନ୍ ସେମନର୍ ପାଇ ଟିକ୍ ରଇଲା । ମାତର୍ ତାର୍ପଚେ ଜେ ଆଇବାର୍ ରଇଲା, ଜନ୍ଟା କି, ଜିସୁ, ତାର୍ ଲଗେ ବିସ୍ବାସ୍ କର୍ବାକେ, ଜଅନ୍ ଇସ୍ରାଏଲ୍ ଲକ୍ମନ୍କେ କଇରଇଲା ।”
ସେଡ୍କିବେଲେ ଜିସୁ ଜଅନର୍ ଲଗେ ଡୁବନ୍ ନେବାକେ ଗାଲିଲି ଅନି ଜର୍ଦନ୍ ଗାଡେ ଆଇଲା,
ଏ ଲକର୍ ବିସଇ ମୁଇ ଆଗ୍ତୁ ଏନ୍ତି କଇରଇଲି, ମୁଇ ଆଇଲା ପଚେ ଜନ୍ ଲକ୍ ଆଇଲାନି ସେ ମର୍ତେଇଅନି ବେସି ବଡ୍ଲକ୍ ଆରି ମୁଇ ଜନମ୍ ଅଇଲା ବେସି ଆଗ୍ତୁଅନି ଆଚେ ।
ତାର୍ ପଚେ ଜଅନ୍ ଆରି ଏ ସାକି ଦେଇ କଇଲା, “ସୁକଲ୍ ଆତ୍ମା ପରୁଆପାରା ଅଇକରି ସର୍ଗେଅନି ଉତ୍ରି ଆସି ତାର୍ ଉପ୍ରେ ବସ୍ବାଟା ମୁଇ ଦେକିଆଚି ।