40 ତାକର୍ ବିତ୍ରେଅନି ଗଟେକ୍ ଲକ୍ ଅଇଲାନି ସିମନ୍ ପିତରର୍ ବାଇ, ଆନ୍ଦ୍ରିୟ ।
ସେ ବାର୍ଟା ପେରିତ୍ମନର୍ ନାଉଁ ଅଇଲାନି, ସିମନ୍ ଜାକେକି ପିତର୍ ବଲି ଡାକ୍ବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍,
ଜିରୁସାଲେମ୍ ନଅରେ ଜାଇକରି ସେମନ୍ ରଇବା ବାକ୍ରାଇ ପୁର୍ଲାଇ । ପିତର୍, ଜଅନ୍, ଜାକୁବ୍ ଆରି ତାର୍ ବାଇ ଆନ୍ଦ୍ରିୟ, ପିଲିପ୍, ତମା, ବାର୍ତଲମି, ମାତିଉ, ଆଲ୍ପିର୍ ପିଲା ଜାକୁବ୍, ଦେସ୍ ଆଲାଦ୍କର୍ବା ସିମନ୍ ଆରି ଜାକୁବର୍ ପିଲା ଜିଉଦା, ଏମନ୍ ରଇଲା ତେଇର୍ ପେରିତ୍ ସିସ୍ମନ୍ ।
ତେଇ ଆନ୍ଦ୍ରିୟ ନାଉଁର୍ ଗଟେକ୍ ସିସ୍ ରଇଲା, ସେ ସିମନ୍ ପିତରର୍ ବାଇ । ସେ କଇଲା, “ଇତି ଗଟେକ୍ ପିଲାର୍ ଟାନେ ପାଁଚ୍ଟା ରୁଟି ଆରି ଦୁଇଟା ବାଜ୍ଲା ସାନ୍ ମାଚ୍ ଆଚେ ।
ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।
ଜିସୁ ସେମନ୍କେ କଇଲା, “ମର୍ ସଙ୍ଗ୍ ଆସା ମୁଇ ରଇବା ଜାଗା ଦେକ୍ସା ।” ସେଟାର୍ ପାଇ ସେମନ୍ ତାର୍ ସଙ୍ଗ୍ ଜାଇ ସେ ରଇବା ଜାଗା ଦେକ୍ଲାଇ । ଆରି ସେ ଦିନେ ତାର୍ ସଙ୍ଗ୍ ରଇଲାଇ । ସେବେଲା ସଞ୍ଜୁଆ ଚାର୍ଟା ଅଇରଇଲା ।
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ସେଟାର୍ ପାଇ ସିସ୍ମନ୍ ନିଜର୍ ନିଜର୍ ବିତ୍ରେ କୁଆବଲା ଅଇଲାଇ, “ତାର୍ପାଇ କେ କାଦି ଆନିଦେଲାଇ ଆଚତ୍ କି ?”