41 ଆରି ବେସିଲକ୍ମନ୍ ତାର୍ଲଗେ ଆସିକରି କଇଲାଇ, “ଜଅନ୍ ସିନା କାଇ କାବାଅଇ ଜିବା କାମ୍ କରି ନ ରଇଲା, ମାତର୍ ଏ ଲକର୍ ବିସଇନେଇ ଜଅନ୍ ଜେତ୍କି କାତା କଇରଇଲା, ସେ ସବୁ ସତ୍ ଆକା ।”
ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
ସେ ମର୍ ପଚେ ଆଇଲାନି । ଆରି ତାର୍ ଗତିଦାଙ୍ଗ୍ଡା ଅଇ ତାର୍ ପାଣ୍ଡଇର୍ ପିତା ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।”
ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।
ଜେଡେବଲ୍ ସେମନ୍ ଜିସୁକେ ବେଟ୍ ଅଇଲାଇ, ଆରି କାବାଅଇ ତାକେ କଇଲାଇ, “ସବୁ ଲକ୍ ତମ୍କେ କଜ୍ଲାଇନି ।”
ସେ ତାର୍ଟାନେ କାମ୍ କର୍ବା ଲକ୍ମନ୍କେ କଇଲା, “ସତଇସେ ଏ ଡୁବନ୍ ଦେଉ ଜଅନ୍ସେ । ସେ ଆରିତରେକ୍ ଜିବନ୍ ଅଇ ଉଟି ବାଉଡି ଆଇଲାଆଚେ । ସେଟାର୍ପାଇ ତାର୍ଟାନେ କାବା ଅଇଜିବା କାମ୍ କର୍ବା ବପୁ ଆଚେ ।”