5 ଜିସୁ, ମାର୍ତା, ତାର୍ ବଇନି ଆରି ଲାଜାର୍କେ ବେସି ଆଲାଦ୍ କର୍ତେରଇଲା ।
ମୁଇ ସେମନ୍କେ ତମର୍ ବିସଇ ଜାନାଇ ଆଚି, ଆରି ସବୁ ବେଲେ ଜାନାଇତେରଇବି । ତେବେ ମର୍ଲାଗି ସେମନ୍ ତମର୍ ଆଲାଦ୍ ଏତାଇବାଇ ଆରି ମୁଇ ସେମନର୍ ମନ୍ ବିତ୍ରେ ରଇବି ।
କାଇକେବଇଲେ ବାବା ତମ୍କେ ଆଲାଦ୍ କଲାନି, ସେ ତମ୍କେ ଆଲାଦ୍ କଲାନି କାଇକେବଇଲେ ତମେ ଜେନ୍ତିକି ମକେ ଆଲାଦ୍ କରି ଆଚାସ୍, ଆରି ମୁଇ ପର୍ମେସରର୍ ତେଇଅନି ଆଇଲି ଆଚି ବଲି ବିସ୍ବାସ୍ କରିଆଚାସ୍ ।
ତେଇ ଜିଉଦି ଲକ୍ମନ୍ କଇଲାଇ, “ଦେକା, ସେ ଲାଜାର୍କେ କେନ୍ତି ଆଲାଦ୍ କର୍ତେରଇଲା ।”
ସିସ୍ମନ୍ ତାକେ କଇଲାଇ, “ଏ ଗୁରୁ, ତମ୍କେତା କେତେ ଦିନ୍ ଆଗେ, ଲକ୍ମନ୍ ପାକ୍ନା ସଙ୍ଗ୍ ମାର୍ବାକେ ଚେସ୍ଟା କର୍ତେରଇଲାଇ, ତମେ ଆରିତରେକ୍ ତେଇ ଜିବାକେ ମନ୍ କଲାସ୍ନି କି ?”
ଜିସୁ ଆରି ତାର୍ ସିସ୍ମନ୍ ଜିବାବେଲେ ଗଟେକ୍ ଗାଏଁ କେଟ୍ଲାଇ । ତେଇ ମାର୍ତା ନାଉଁର୍ ଗଟେକ୍ ମାଇଜି ଜିସୁକେ ତାର୍ ଗରେ ଡାକି ବସାଇଲା ।
ମାତର୍ ମାର୍ତାକେ ବେସି ପାଇଟି ରଇଲାଜେ ଦାନ୍ଦା ଅଇଜାଇତେ ରଇଲା । ତେବର୍ପାଇ ସେ ଜିସୁର୍ଲଗେ ଆସି କଇଲା, “ଏ ମାପ୍ରୁ, ମର୍ ବଇନି ଗରର୍ ସବୁ ପାଇଟି ମକେ ସେ କରାଇଲାନି, ସେବାଟେ କାଇ ତମର୍ ମନ୍ ନାଇ କି ? ସେଟାର୍ପାଇ ତାକେ କୁଆ, ସେ ମକେ ଆସି ସାଇଜ କର ।”
ମାତର୍ ମାପ୍ରୁ ତାକେ କଇଲା, “ଏ ମାର୍ତା, ତୁଇ ବେସି ବିସଇ ଚିନ୍ତା କରି, ଦାନ୍ଦାଅଇଗାଲୁସ୍ନି,
ବେତ୍ନିଆ ଗଡେ ଲାଜାର୍ ନାଉଁର୍ ଗଟେକ୍ ଲକ୍କେ ଜର୍ ଅଇରଇଲା । ମରିୟମ୍ ଆରି ତାର୍ ବଇନି ମାର୍ତା ସେ ଗାଏଁ ରଇଲାଇ ।
ସେଟାର୍ପାଇ ତାର୍ ବଇନିମନ୍ ଜିସୁର୍ ଲଗେ କବର୍ ପାଟାଇଲାଇ, “ମାପ୍ରୁ ତମେ ଜାକେ ଆଲାଦ୍ କଲାସ୍ନି, ସେ ବେସି ଜର୍ ଅଇଲାଆଚେ ।”
ସେଟାର୍ପାଇ ଲାଜାର୍ ନିକ ନ ରଇବା କବର୍ ପାଇ ଜିସୁ ଜନ୍ ଜାଗାଇ ରଇଲା, ସେ ଜାଗାଇ ଆରି ଦୁଇଦିନ୍ ରଇଲା ।