19 ତେଇ ପାରୁସିମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଦେକ୍ଲାସ୍ନି କାଇକି, ଆମେ ଚେସ୍ଟା କଲାଟା ଗଟେକ୍ ମିସା ଅଏନାଇ, ଦେକାନି ଗୁଲାଇ ଦୁନିଆଜାକ ତାର୍ ପଚେ ଗାଲାନି ।”
ମାତର୍ ତେଇ ପାଉଲ୍ ଆରି ସିଲା ଡିସତ୍ ନାଇଜେ, ସେମନ୍ ଜେସନ୍ ଆରି ବିନ୍ କେତେଟା ବିସ୍ବାସି ବାଇମନ୍କେ, ଗଡର୍ ନେତାମନର୍ ଲଗେ ଜିକିନେଇ ଆଉଲିଅଇ କଇଲାଇ, “ଏ ଲକ୍ମନ୍ ଚାରିବେଟ୍ତି ଗଣ୍ଡ୍ଗଲ୍ କଲାଇନି ! ଏବେ ଆମର୍ ଗଡେ ମିସା ଆଇଲାଇ ଆଚତ୍
ଆମର୍ ବୁଲ୍ କାମର୍ପାଇ ଆମର୍ ବାଦୁଲେ ପର୍ମେସର୍ ଜିସୁକେ ଡଣ୍ଡ୍ ଦେଲା । ତାର୍ଲାଗି ଅବ୍କା ଆମର୍ ପାପ୍ସେ ନଏଁ ମାତର୍ ଗୁଲାଇଟାନେ ରଇବା ସବୁଲକର୍ ପାପ୍ ସେ କେମା କର୍ସି ।
ଏ ବାବା ତମେ ଜେନ୍ତାରି ମର୍ଟାନେ ମିସି ଗଟେକ୍ ଅଇଆଚାସ୍, ଆରି ମୁଇ ତମର୍ଟାନେ ମିସିକରି ଗଟେକ୍ ଅଇଆଚି । ସେନ୍ତାରିସେ ସେମନ୍ ମିସା ସେମନର୍ ବିତ୍ରେ ମିସିକରି ଗଟେକ୍ ଅଇ ରଇବାକେ ମୁଇ ପାର୍ତନା କଲିନି । ଜେନ୍ତିକି ତମେସେ ମକେ ପାଟାଇ ଆଚାସ୍ ବଲି ଏ ଦୁନିଆ ବିସ୍ବାସ୍ କର ।
ଆରି ଜଅନର୍ ସିସ୍ମନ୍ ତାର୍ ଲଗେ ଆସି କଇଲାଇ, “ଏ ଗୁରୁ, ତମେ ଜର୍ଦନ୍ ଗାଡ୍ ସେପାଟେ କାର୍ସଙ୍ଗ୍ ବେଟ୍ ଅଇରଇଲାସ୍ ଆରି ତାର୍ ବିସଇ ତମେ ସାକି ଦେଇତେରଇଲାସ୍, ସେ ଲକ୍ ଏବେ ଲକ୍ମନ୍କେ ଡୁବନ୍ ଦେଲାନି ଆରି ସବୁ ଲକ୍ମନ୍ ତାର୍ ଲଗେ ଗାଲାଇନି ।”
ମୁକିଅ ପୁଜାରିମନ୍ ଆରି ଦରମ୍ ଗୁରୁମନ୍ ତାର୍ କାବା ଅଇଜିବା କାମ୍ ସବୁ ଦେକି ଆରି ପିଲାମନ୍ ଦାଉଦର୍ ପଅର୍ ଜୟ ଜୟ ଅ, ବଲି କଇବାଟା ସୁନି ରିସା ଅଇଗାଲାଇ ।
ସେଟାର୍ପାଇ ଲକ୍ମନ୍ ତାକେ ବେଟ୍ଅଇବାକେ ଜାଇରଇଲାଇ । କାଇକେବଇଲେ ସେ ଆକା ଏ କାବା ଅଇବା କାମ୍ମନ୍ କଲାନି ବଲି ସେମନ୍ ସୁନିରଇଲାଇ ।
ନିସ୍ତାର୍ ପରବ୍ କର୍ବାକେ ଆସିରଇବା ଲକ୍ମନର୍ ବିତ୍ରେ ଗିରିକ୍ ଲକ୍ମନ୍ ମିସା କେତେଲକ୍ ରଇଲାଇ ।