24 ସିମନ୍ ପିତର୍ ଜଅନ୍କେ ସଗିଆ କରି କଇଲା, “ସେ କାର୍ ବିସଇ ନେଇକରି କଇଲାନି, ତାକେ ପାଚାର୍ ।”
ସେନାପତି ତାକେ ଆଦେସ୍ ଦେଲାକେ ପାଉଲ୍ ପାଉଚ୍ ଉପ୍ରେ ଟିଆଅଇ, ଲକ୍ମନ୍କେ ଚିମ୍ରା ଅଇବାକେ ଆତ୍ ସାଗିଆ କଲା । ସେମନ୍ ଚିମ୍ରା ଅଇଲାଇକେ, ପାଉଲ୍ ଇବ୍ରୁ ବାସାଇ କଇଲା ।
ପାଉଲ୍ ଟିଆଅଇ ଲକ୍ମନ୍କେ ଚିମ୍ରାଇ ଅଇବାକେ ଆତ୍ ସାଗିଆ କରି କଇଲା । “ଇତି ରୁଣ୍ଡ୍ଅଇଲା ଇସ୍ରାଏଲ ବାଇମନ୍ ଆରି ପର୍ମେସର୍କେ ପାର୍ତନା କର୍ବା ଜିଉଦି ନଇଲା ଲକ୍ମନ୍, ମର୍ କାତା ସୁନା !
ସେ ଆତ୍ ସାଗିଆକରି ସେମନ୍କେ ଚିମ୍ରା ଅଇବାକେ କଇଲା । ଆରି ମାପ୍ରୁ କେନ୍ତି ତାକେ ବନ୍ଦି ଗରେଅନି ବାର୍କରାଇ ଆନ୍ଲା, ସେ ବିସଇ ସେମନ୍କେ କଇଲା । ତାର୍ ପଚେ ଏ ସବୁ କାତା ଜାକୁବ୍ ଆରି ବିନ୍ ସବୁ ବାଇମନ୍କେ ଜାନାଆ ବଲି କଇଲା । ପଚେ ସେ ତେଇଅନି ବିନ୍ବାଟେ ଉଟିଗାଲା ।
ଡଙ୍ଗାଇ ମାଚ୍ ବର୍ତି କଲାଇଜେ ସେ ଦୁଇଟା ଡଙ୍ଗା ବୁଡ୍ଲା ପାରା ଅଇଗାଲା ।
ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।
ଜିସୁର୍ ସିସ୍ମନର୍ ବିତ୍ରେଅନି ଜଅନ୍, ଜାକେକି ଜିସୁ ମୁକିଅ ଇସାବେ ଆଲାଦ୍ କର୍ତେ ରଇଲା, ସେ ଜିସୁର୍ ଲଗେ ବସିକରି କାଇତେ ରଇଲା ।
ସେଟାର୍ ପାଇ ଜଅନ୍ ଜିସୁର୍ ଉପ୍ରେ ଆଉଜି ଅଇକରି ପାଚାର୍ଲା, “ଏ ମାପ୍ରୁ, ସେ ଲକ୍ କେ ?”