ଜଅନ୍ 16:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସେ ମୁଇ କଇବାଟାନେ ଅନି ନେଇକରି ଆକା ତମ୍କେ କଇସି । ଆରି ମକେ ଡାକ୍ପୁଟା କରାଇ ଦେକାଇସି । Gade chapit la |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”