25 ସିମନ୍ ପିତର୍ ଟିଆଅଇ ଜଇଚେକ୍ବା ବେଲେ ବିନ୍ ଲକ୍ମନ୍ ତାକେ ପାଚାର୍ଲାଇ, “ତୁଇ ମିସା ଏ ଲକର୍ ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ନଉଁସ୍ କି ?” ମାତର୍ ପିତର୍ କଇଲା, “ନାଇ ମୁଇ ତାର୍ ସିସ୍ ନଇ ।”
ଗଟେକ୍ ଗତିଦାଙ୍ଗ୍ଡି ପିତର୍କେ ଜଇପାଲି ବସ୍ଲାଟା ନିକକରି ଦେକି କଇଲା, “ଏ ଲକ୍ ମିସା ଜିସୁର୍ ସଙ୍ଗ୍ ରଇଲା !”
ପିତର୍ ବଡ୍ ପୁଜାରିର୍ ଦୁଆର୍ ମୁଆଟେ ବସି ରଇଲା ବେଲେ ଗଟେକ୍ ବଡ୍ ପୁଜାରିର୍ ପାଇଟିକାରିଆନି ଲଗେ ଆସି କଇଲା, “ତୁଇ ମିସା ଗାଲିଲିର୍ ଜିସୁର୍ ସଙ୍ଗ୍ ରଇଲୁସ୍ କାଇକି ?”
ପିତର୍ ମଜାଡାଣ୍ଡେ ଟିଆଅଇଲାବେଲେ ବଡ୍ ପୁଜାରିର୍ ଗତି ଦାଙ୍ଗ୍ଡି ତେଇ ଆଇଲା ।
ସନିଅମନ୍ ଜଇଲାଗାଇ ଚାରିବେଡ୍ତି ବସ୍ଲାଇ । ପିତର୍ ମିସା ସେମନର୍ ସଙ୍ଗ୍ ବସ୍ଲା ।
ମାତର୍ ପିତର୍ ରାଜି ନ ଅଇ କଇଲା, “ଏ ଗତିଦାଙ୍ଗ୍ଡି, ତାକେ ମୁଇ ମୁଲ୍କେ ନାଜାନି ।”