7 ଜିସୁ ବାଣ୍ଡାର୍ଗରିଆମନ୍କେ “ସେ କୁଣ୍ଡ୍ମନ୍କେ ପାନି ବର୍ତି କରା” ବଲି କଇଲା ଆରି ସେମନ୍ ସେ ସବୁ କୁଣ୍ଡେ ପାନି ବର୍ତି କଲାଇ ।
ଜିସୁର୍ ମା ବାଣ୍ଡାର୍ଗରିଆମନ୍କେ କଇଲା, “ଜିସୁ ତମ୍କେ ଜାଇଟା କଇସି ସେଟା କରା ।”
ବଜି ନ ସାର୍ତେ ଅଙ୍ଗୁର୍ ରସ୍ ସାରିଗାଲାକେ ଜିସୁର୍ ମାଆ ଆସି ତାକେ କଇଲା, “ସେମନର୍ ଅଙ୍ଗୁର୍ ରସ୍ ସାରିଗାଲାବେ ।”
ସେ ଜାଗାଇ ବଡ୍ ବଡ୍ ପାକ୍ନା ସଙ୍ଗ୍ ତିଆର୍ କଲା ଚଅଟା କୁଣ୍ଡ୍ ରଇଲା । ଜିଉଦି ଲକ୍ମନ୍ ସୁକଲ୍ ଅଇବାକେ ସେମନର୍ ରିତିନିତି ଇସାବେ ଏ କୁଣ୍ଡର୍ ପାନି କାମେ ଲାଗାଇତେ ରଇଲାଇ । ଗଟେକ୍ ଗଟେକ୍ କୁଣ୍ଡେ ସଏ ଲିଟର୍ ଲାକା ପାନି ଦାର୍ତେ ରଇଲା ।
ତାର୍ ପଚେ ଜିସୁ ସେମନ୍କେ ତେଇର୍ ପାନି ଡୁମିନେଇ ବଜି ଦାଇତେ ରଇଲା ଲକ୍କେ ଦିଆସ୍ ବଲି କଇଲା । ସେମନ୍ ତେଇର୍ ପାନି ଡୁମି ନେଇ ତାକେ ଦେଲାଇ ।