22 ତାର୍ ପଚେ ଜିସୁ ସେମନର୍ ଉପ୍ରେ ପୁଣ୍ଡ୍ଲା ଆରି “ତମେ ସୁକଲ୍ ଆତ୍ମାକେ ନାମା !”
ସେମନ୍କେ ପାଚାର୍ଲା “ତମେ ବିସ୍ବାସି ଅଇବା ବେଲାଇ ସୁକଲ୍ ଆତ୍ମା ପାଇରଇଲାସ୍ କି ?” ସେମନ୍ କଇଲାଇ, “ସୁକଲ୍ ଆତ୍ମା ଆଚେ ବଲି ଆମେ କେବେ ମିସା ସୁନୁ ନାଇ ।”
ସେମନ୍ ତେଇ କେଟ୍ଲା ପଚେ ସମିରଣର୍ ବିସ୍ବାସିମନ୍ ସୁକଲ୍ ଆତ୍ମା ପାଇବାକେ, ପାର୍ତନା କଲାଇ ।
ପିତର୍ ସେମନ୍କେ କଇଲା, “ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
ଜିସୁ ଜିବନ୍ ଦେବା ପାନି ବଲି ସୁକଲ୍ ଆତ୍ମାର୍ ବିସଇ କଇତେ ରଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ ପଚେ ପର୍ମେସର୍ ଏ ସୁକଲ୍ ଆତ୍ମା ଦେଇସି । ମାତର୍ ଏବେ ଜାକ, କାକେ ଦେଇ ନ ରଇଲାଇ । କାଇକେବଇଲେ ଜିସୁ ସେବେଲା ଜାକ ମଇମାଇ ପୁରାପୁରୁନ୍ ନ ଅଇରଇଲା ।
ଗଟେକ୍ କାତା ମକେ କଇଦେକାପନି, ମସାର୍ ନିୟମ୍ ମାନ୍ଲାକେ ତମେ ସୁକଲ୍ଆତ୍ମା ପାଇଆଚାସ୍ କି, ସୁବ୍କବର୍ ସୁନି ସେଟା ବିସ୍ବାସ୍ କଲାକେ ?
ସେଟାର୍ପାଇ ପିତର୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇ ସେମନ୍କେ କଇଲା, “ତମେ ଜେ କି ଆମର୍ ସାସନ୍କାରିଆମନ୍ ଆରି ପାର୍ଚିନ୍ମନ୍ !
“ପର୍ମେସର୍ ଆମ୍କେ ଜେନ୍ତି ସୁକଲ୍ଆତ୍ମା ଦେଲାଆଚେ, ସେନ୍ତାରିସେ ଏ ଲକ୍ମନ୍କେ ମିସା ଦେଲାଆଚେ । ସେମନ୍କେ ଡୁବନ୍ ନ ନିଆ ବଲି କେ ମିସା ଅଟ୍କାଇପାର୍ସି କି ?”
ସତଇସେ ସାଇଜକାରିଆ ଆତ୍ମା ଆଇସି । ସେ ବାବାର୍ତେଇ ଅନି ଆସି, ପର୍ମେସରର୍ ସବୁ ବିସଇର୍ ସତ୍ ଦେକାଇଦେଇସି । ମୁଇ ତାକେ ବାବାର୍ତେଇଅନି, ତମର୍ ଲଗେ ପାଟାଇବି । ଆରି ସେ ମର୍ ବିସଇ ତମ୍କେ କଇସି ।
ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି ।
ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି ।
ଜିସୁ ଆରି ତରେକ୍ ସେମନ୍କେ କଇଲା “ତମ୍କେ ସାନ୍ତି ମିଲ ! ବାବା ପର୍ମେସର୍ ମକେ ଜେନ୍ତି ପାଟାଇଆଚେ, ସେନ୍ତିସେ ମୁଇ ତମ୍କେ ପାଟାଇଲିନି ।”
“ ଜଦି ତମେ ଲକ୍ମନର୍ ପାପ୍ କେମା କର୍ସା ବଇଲେ, ପର୍ମେସର୍ ମିସା ସେମନର୍ ପାପ୍ କେମା ଦେଲା ଆଚେ । ଜଦି ତମେ ଲକ୍ମନର୍ ପାପ୍ କେମା ନ କରାସ୍ ବଇଲେ ପର୍ମେସର୍ ମିସା ସେମନର୍ ପାପ୍ କେମା ନ କରେ ।” ବଲି କଇଲା ।