ଜଅନ୍ 21:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସେମନ୍ କାଇଲା ପଚେ ଜିସୁ ସିମନ୍ ପିତର୍କେ କଇଲା, “ଜଅନର୍ ପଅ ସିମନ୍, ତୁଇକାଇ ଏମନର୍ତେଇଅନି ମକେ ଅଦିକ୍ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ଜିସୁ ତାକେ “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି ଜତନ୍ କର୍ ।” ବଲି କଇଲା । Gade chapit la |