ଜଅନ୍ 21:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ତାର୍ ପଚେ ଜିସୁ ଆରି ତରେକ୍ ତାକେ ପାଚାର୍ଲା, “ଜଅନର୍ ପଅ ସିମନ୍, ତୁଇ କାଇ ମକେ ସତଇସେ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ତକେ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ତାର୍ ପଚେ ଜିସୁ କଇଲା, “ସେନ୍ତାର୍ଆଲେ ମର୍ ମେଣ୍ଡାମନର୍ ଜତନ୍ କର୍ ।” Gade chapit la |
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।