22 ତାର୍ ପଚେ ଜିସୁ ଆରି ତାର୍ ସିସ୍ମନ୍ ଜିଉଦା ଦେସେ ଗାଲାଇ ଆରି ସେ ଜାଗାଇ ରଇକରି ଲକ୍ମନ୍କେ ଡୁବନ୍ ଦେଲାଇ ।
ଆରି ଜଅନର୍ ସିସ୍ମନ୍ ତାର୍ ଲଗେ ଆସି କଇଲାଇ, “ଏ ଗୁରୁ, ତମେ ଜର୍ଦନ୍ ଗାଡ୍ ସେପାଟେ କାର୍ସଙ୍ଗ୍ ବେଟ୍ ଅଇରଇଲାସ୍ ଆରି ତାର୍ ବିସଇ ତମେ ସାକି ଦେଇତେରଇଲାସ୍, ସେ ଲକ୍ ଏବେ ଲକ୍ମନ୍କେ ଡୁବନ୍ ଦେଲାନି ଆରି ସବୁ ଲକ୍ମନ୍ ତାର୍ ଲଗେ ଗାଲାଇନି ।”
ସେଟାର୍ପାଇ ଜିସୁର୍ ବାଇମନ୍ ତାକେ କଇଲାଇ, “ତୁଇ ଏ ଜାଗା ଚାଡିକରି ଜିଉଦା ଦେସେ ପରବ୍ କାଇବାର୍ ଜା, ତେବେ ତୁଇ କର୍ବା କାବାଅଇଜିବା କାମ୍ମନ୍ ତର୍ ସିସ୍ମନ୍ ଦେକି ପାରତ୍ ।”
ସେ ବେଲା ଜିଉଦି ଲକ୍ମନର୍ ନିସ୍ତାର୍ ପରବ୍ କେଟି ଆଇତେ ରଇଲା । ସେଟାର୍ପାଇ ଜିସୁ ଜିରୁସାଲମେ ଗାଲା ।
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ସେ ବେଲାଇ ଜଅନ୍ ମିସା ସାଲମ୍ ଗଡ୍ଲଗେ ଏନନ୍ ନାଉଁର୍ ଗଟେକ୍ ଗାଏଁ ଡୁବନ୍ ଦେଇତେ ରଇଲା । କାଇକେ ବଇଲେ ସେ ଜାଗାଇ ବେସି ପାନି ରଇଲା । ଆରି ଲକ୍ମନ୍ ଆସିକରି ଡୁବନ୍ ନେଇତେ ରଇଲାଇ ।