ଜଅନ୍ 3:36 - ସତିଅର୍ ବାଟ୍ ନୁଆ ନିୟମ୍ 202036 ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । ” Gade chapit la |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।