ଜଅନ୍ 4:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତେଇ ସମିରଣିୟ ମାଇଜି କାବାଅଇ ଜିସୁକେ କଇଲା, “ତୁଇ ଗଟେକ୍ ଜିଉଦି ଲକ୍ ଆରି ମୁଇ ଗଟେକ୍ ସମିରଣିୟ, ତୁଇ କେନ୍ତି ମର୍ ଆତର୍ ପାନି କାଇବାକେ ମାଙ୍ଗ୍ଲୁସ୍ନି ?” କାଇକେ ବଇଲେ, ଜିଉଦି ଲକ୍ମନ୍ ସମିରଣିୟ ଲକ୍ମନର୍ କାଇବାତେଇ ନ କାଇତେ ରଇଲାଇ । Gade chapit la |