11 ମାତର୍ ସେ ଲକ୍ ସେମନ୍କେ କଇଲା, “ଜେ ମକେ ନିମାନ୍ କଲା ସେ ମକେ ତମର୍ ଟାଟିଦାରିକରି ଜା ବଲି କଇଲାଆଚେ ।”
କେତେଟା ପାରୁସିମନ୍ କଇଲାଇ, “ଏ ଲକ୍ ପର୍ମେସରର୍ ତେଇଅନି ଆସେ ନାଇ । ସେଟାର୍ ପାଇଁ ସେ ବିସ୍ରାମ୍ ଦିନର୍ ନିୟମ୍ ମାନେନାଇ ।” ଆରି ଅଦେକ୍ ଲକ୍ମନ୍ କଇଲାଇ, “ଗଟେକ୍ ପାପି ଲକ୍ କେବେ ମିସା ଏନ୍ତି କାବାଅଇଜିବା କାମ୍ କରିନାପାରେ ।” ଏନ୍ତି ଜିଉଦି ଲକ୍ମନ୍ ଦୁଇ ବାଗ୍ ଅଇଗାଲାଇ ।
ସେଟାର୍ପାଇ ଜିଉଦି ନେତାମନ୍, ନିମାନ୍ ଅଇଲା ରଗିକେ କଇବାର୍ ଦାର୍ଲାଇ, “ଆଜି ବିସ୍ରାମ୍ ଦିନେ, ତୁଇ ଟାଟି ଦାରି ଜିବାଟା ଆମର୍ ନିୟମ୍ ନାଇ ।”
ସେମନ୍ ତାକେ ପାଚାର୍ଲାଇ, “ଜେ ତକେ ଟାଟି ଦାରି ଜା ବଲି କଇଲା, ସେ ଲକ୍ କେ ?”
ଆରି ଲକ୍ମନ୍ ତାକେ କଇଲାଇ, “ସେ କନ୍ତି ଆଚେ ?” ସେ “ମୁଇ ନାଜାନି” ବଲି କଇଲା ।