15 ତେଇ ଜିଉଦି ନେତାମନ୍ କାବାଅଇଜାଇ କରି କଇଲାଇ, “ଏ ଲକ୍ ପାଟ୍ ନ ପଡି ମିସା କେନ୍ତି ଏତ୍କି ବିସଇ ଜାନିଆଚେ ?”
ଜିସୁର୍ ବିସଇ ନେଇକରି ସବୁଲକ୍ ନିକ ସାକି ଦେବାର୍ ଦାର୍ଲାଇ ଆରି ସେ କଇବା, ମନ୍କେ ପାଇଲା ବାକିଅ ସୁନି କାବାଅଇଲାଇ, ଆରି ସେମନ୍ “ଏଟାକାଇ ଜସେପର୍ ପ ନଏଁ ଜେ ?” ବଲି କଇବାର୍ଦାର୍ଲାଇ ।
ଆରି ନିଜର୍ ଜାଗାଇ ବାଅଡ୍ଲା । ସେ ଜାଗାର୍ ପାର୍ତନା ଗରେ ତାର୍ ସିକାଇବାଟା ସୁନି ଲକ୍ମନ୍ କାବା ଅଇଜାଇ କଇଲାଇ, “ଏତେକ୍ ଗିଆନ୍ ଏ କନ୍ତିଅନି ମିଲାଇଲା ? ଏ କାବା ଅଇଜିବା କାମ୍ମନ୍ କର୍ବାକେ ଆକେ କେ ବପୁ ଦେଲା ?
ପାଉଲ୍ ନିଜର୍ ବାଟେଅଇ କଇଲା ବେଲେ, ପେସ୍ଟସ୍ ତାକେ ଆଉଲିଅଇ କରି କଇଲା, “ପାଉଲ୍, ତୁଇ ବାୟା ଅଇଗାଲୁସ୍ ! ତୁଇ ପାଟ୍ପଡି ବେସି ପାଇରଇବା ଗିଆନ୍ ତକେ ବାୟା କଲାଆଚେ ।”
ଜାଗୁଆଲ୍ମନ୍ କଇଲାଇ, “ଏ ଲକ୍ କଇଲା ପାରା କାତା ଆଜିକେଜାକ କେ ମିସା କଅତ୍ ନାଇ ।”
ଆରି ତେଇ ଜେତ୍କି ଲକ୍ ତାର୍ କାତା ସୁନ୍ତେରଇଲାଇ, ସବୁଲକ୍ ସେ କାତା ଅଇବାଟା ଆରି ତାର୍ ବୁଦି ଦେକି କାବାଅଇ ଜାଇତେରଇଲାଇ ।
ଏ କାତା ସୁନି ସେମନ୍ କାବାଅଇଗାଲାଇ ଆରି ତେଇଅନି ଉଟିଗାଲାଇ ।
ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
ଲକ୍ମନ୍ ଜିସୁର୍ ସିକାଇବାଟା ସୁନିକରି କାବାଅଇଗାଲାଇ ।
ତେବେ ପରବ୍ତେଇ ଜିଉଦି ନେତାମନ୍, “ଜିସୁ କନ୍ତି ଆଚେ ?” ବଲି ପାଚାରି ପାଚାରି କଜ୍ଲାଇ ।
ମାତର୍ ଜିଉଦି ନେତାମନ୍କେ ଡରିକରି କେ ମିସା ଜିସୁର୍ ବିସଇ ସବୁଲକ୍ ଜାନ୍ତେ ସବୁର୍ ମୁଆଁଟେ କଅତ୍ ନାଇ ।
ବଡ୍ସବାର୍ ଲକ୍ମନ୍ ପିତର୍ ଆରି ଜଅନର୍ ସାଆସ୍ ଦେକି କାବା ଅଇଗାଲାଇ । ସେମନ୍ ପାଟ୍ସାଟ୍ ନ ପଡି ଅବ୍କା ଲକ୍ମନ୍ସେ ବଲି ଜାନିରଇଲାଇ । ଆରି ସେମନ୍ ଦୁଇ ଲକ୍ ଜିସୁର୍ ସଙ୍ଗ୍ ରଇଲାଇ ବଲି ଚିନିରଇଲାଇ ।