ଜଅନ୍ 7:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଜେ ଜଦି ପର୍ମେସର୍ ମନ୍କଲାଟା ପୁରୁନ୍ କର୍ବାକେ ମନ୍ କର୍ସି ବଇଲେ ସେ ଜାନିପାର୍ସି, ମୁଇ ଦେଇତେରଇବା ସିକିଆ ପର୍ମେସରର୍ ଟାନେ ଅନି ଆଇଲାନି କି ସେଟା ମର୍ ନିଜର୍ ବପୁର୍ ସଙ୍ଗ୍ କଲିନି ବଲି । Gade chapit la |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।