40 ଜିସୁର୍ ଏ କାତା ସୁନିକରି କେତେକ୍ ଲକ୍ କଇଲାଇ, “ ସତ୍କାତା, ଏ ଲକ୍ ଗଟେକ୍ ପର୍ମେସର୍ ଟାନେଅନି ଆସିରଇବା ବବିସତ୍ବକ୍ତା !”
ଲକ୍ମନ୍ ପାଚାର୍ଲାଇ, “ସେ କେ ?” ବିନ୍ ଲକ୍ମନ୍ କଇଲାଇ, “ସେ ଅଇଲାନି ଗାଲିଲି ରାଇଜେ ରଇବା ନାଜରିତ୍ ଗଡର୍ ବବିସତ୍ବକ୍ତା ଜିସୁ ।”
ତେଇ ସେମନ୍ ପାଚାର୍ଲାଇ, “ସେନ୍ତି ବଇଲେ ତମେ କେ ତେବେ ? ବବିସତ୍ବକ୍ତା ଏଲିୟ କି ?” ଜଅନ୍ କଇଲା, “ନଇ, ମୁଇ ଏଲିଅ ନଇ ।” ଆରି ସେମନ୍ ପାଚାର୍ଲାଇ, “ତୁଇ ସେ ବବିସତ୍ବକ୍ତା କି ?” ଜଅନ୍ କଇଲା, “ମୁଇ ସେ ନଇ ।”
ଜିସୁ କଲା ଏ କାବାଅଇଜିବା କାମ୍ ଦେକିକରି ତେଇ ରଇଲା ଲକ୍ମନ୍ କଇଲାଇ “ଏ ଦୁନିଆଇ ପର୍ମେସରର୍ ଜନ୍ ବବିସତ୍ବକ୍ତା ଆଇବାର୍ ରଇଲା, ସତଇସେ ଏ ଆକା ।”
ସେ ମାଇଜି କଇଲା, “ଏ ଆଗିଆଁ ତୁଇ ଗଟେକ୍ ବବିସତର୍ କାତା କଇବା ଲକ୍ ବଲି, ଏବେ ମୁଇ ଜାନିପାର୍ଲିନି ।
ତେଇ ରଇଲା ବେସି ଲକ୍ମନ୍ ନିଜର୍ ନିଜର୍ ବିତ୍ରେ ଜିସୁର୍ ବିସଇ କାତା ଅଇତେ ରଇଲାଇ । କେତେ ଲକ୍ ଜିସୁ ବେସି ନିକ ଲକ୍, ବଲି କଇତେ ରଇଲାଇ ମାତର୍ ଆରି ଅଦେକ୍ ଲକ୍ମନ୍ ତାକେ ନାଇ, ସେ ଲକ୍ମନ୍କେ ବୁଲ୍ ସିକିଆ ଦେଲାନି, ବଲି କଇତେ ରଇଲାଇ ।
ପାଉଲ୍ ଏ ସବୁ କାତା କଇଲାକେ, ଜିଉଦିମନ୍ ନିଜର୍ ନିଜର୍ ବିତ୍ରେ ଦଦାପେଲା ଅଇଅଇକରି ଉଟିଗାଲାଇ ।