46 ଜାଗୁଆଲ୍ମନ୍ କଇଲାଇ, “ଏ ଲକ୍ କଇଲା ପାରା କାତା ଆଜିକେଜାକ କେ ମିସା କଅତ୍ ନାଇ ।”
ଜିସୁର୍ ବିସଇ ନେଇକରି ସବୁଲକ୍ ନିକ ସାକି ଦେବାର୍ ଦାର୍ଲାଇ ଆରି ସେ କଇବା, ମନ୍କେ ପାଇଲା ବାକିଅ ସୁନି କାବାଅଇଲାଇ, ଆରି ସେମନ୍ “ଏଟାକାଇ ଜସେପର୍ ପ ନଏଁ ଜେ ?” ବଲି କଇବାର୍ଦାର୍ଲାଇ ।
ଦେକା, ସବୁଲକର୍ଟାନେ ଏତ୍କି ସବୁ କଇପାକାଇଲାନି, ମାତର୍ ତାକେ ର ବଲିକରି କେ ମିସା ପଦେକ୍ କଅତ୍ନାଇ । ସତଇସେ ଏ ପର୍ମେସର୍ ପାଟାଇଲା ମସିଅ ବଲି ନେତାମନ୍ ଜାନିଆଚତ୍ କି ?
ଲକ୍ମନ୍ ତାର୍ ସିକାଇବାଟା ଦେକି କାବାଅଇଗାଲାଇ, କାଇକେବଇଲେ ତାର୍ ବାକିଅ ଅଦିକାର୍ ସଙ୍ଗ୍ ରଇଲା ।
ଲକ୍ମନ୍ ଜିସୁର୍ ବିସଇ ତାକର୍ ବିତ୍ରେ ଏନ୍ତାରି କାତା ଅଇତେ ରଇଲାଟା ପାରୁସି ଦଲର୍ କେତେକ୍ ଲକ୍ମନ୍ ସୁନ୍ଲାଇ । ତେବେ ମୁକିଅ ପୁଜାରିମନ୍ ଆରି ପାରୁସି ଲକ୍ମନ୍ ଜିସୁକେ ବନ୍ଦି କର୍ବାକେ କେତେଟା ମନ୍ଦିର୍ ଜାଗୁଆଲ୍ମନ୍କେ ପାଟାଇଲାଇ ।