49 ମାତର୍ ଏ ଲକ୍ମନ୍, ମସାର୍ ନିୟମ୍ ନାଜାନତ୍ । ତେବର୍ ପାଇ ଏମନ୍ ସବୁ ଅବିସାପ୍ ପାଇରଇବା ଲକ୍ ।”
ଜିସୁ ଏନ୍ତି କଇବା କାତା, ଲଗେ ରଇଲା କେତେଟା ପାରୁସି ଲକ୍ମନ୍ ସୁନିକରି ତାକେ ପାଚାର୍ଲାଇ, “ଏନ୍ତି ବଇଲେ ଆମ୍କେ କାଇ କାଣା ଲକ୍ମନ୍ ବଲି ବାବ୍ଲୁସ୍ନି କି ?”
ସେବେଲା ଜିଉଦି ନେତାମନ୍ କଇଲାଇ, “ତୁଇ ପାପେ ଜନମ୍ ଅଇକରି ପୁରାପୁରୁନ୍ ପାପେ ବୁଡି ଆଚୁସ୍ । ତେଇଅନି ତୁଇ ବାଅଡ୍ । ଆମ୍କେ ସିକାଇଲୁସ୍ନି ?” ଏନ୍ତି କଇକରି ସେମନ୍ ତାକେ ଜିଉଦିମନର୍ ପାର୍ତନା ଗରେଅନି ବାର୍କରାଇଦେଲାଇ ।
ଆରି ପାଚାର୍ଲାଇ, “ଗଟେକ୍ ନେତା ନଅଇଲେ ଗଟେକ୍ ପାରୁସି ତାକେ ବିସ୍ବାସ୍ କରିଆଚତ୍ ବଲି ତମେ ସୁନିଆଚାସ୍ କି ?
ତେଇ ସେ ଦଲେଅନି ନିକଦିମ ନାଉଁର୍ ଗଟେକ୍ ନେତା ରଇଲା । ସେ ତରେକ୍ ଜିସୁକେ ଦେକ୍ବାର୍ ଜାଇରଇଲା । ସେ କଇଲା,