5 କାଇକେ ବଇଲେ ଜିସୁର୍ ନିଜର୍ ବାଇମନ୍ ମିସା ତାକେ ବିସ୍ବାସ୍ ନ କର୍ତେ ରଇଲାଇ ।
“ ଜିସୁକେ କାଇବାକେ ମିସା ବେଲା ନାଇ ।” ବଲି କଇ ତାକର୍ ଗରର୍ ଲକ୍ ସୁନି, ତାକେ ଗରେ ଡାକିନେବାକେ ଆଇଲାଇ । କାଇକେବଇଲେ ସେମନ୍ କଇଲାଇ, “ତାର୍ ବୁଦି ବାନାଅଇଗାଲାନି ।”
ତାର୍ ବାଇମନ୍ ପରବ୍ ଟାନେ ଗାଲାପଚେ, ଜିସୁ ମିସା ତେଇ ଗାଲା । ସେ ସବୁଲକ୍ ଦେକ୍ଲାପାରା ନ ଜାଇକରି ଲୁଚ୍ତେ ଗାଲା ।
ସେଟାର୍ପାଇ ଜିସୁର୍ ବାଇମନ୍ ତାକେ କଇଲାଇ, “ତୁଇ ଏ ଜାଗା ଚାଡିକରି ଜିଉଦା ଦେସେ ପରବ୍ କାଇବାର୍ ଜା, ତେବେ ତୁଇ କର୍ବା କାବାଅଇଜିବା କାମ୍ମନ୍ ତର୍ ସିସ୍ମନ୍ ଦେକି ପାରତ୍ ।”
ଜିସୁ ଜେଡେବେଲା ତେଇ ରୁଣ୍ଡିରଇଲା ଲକ୍ମନ୍କେ କାତା ସୁନାଇତେ ରଇଲା, ତାର୍ ଆୟା ଆରି ବାଇମନ୍ ଆସି ଡାଣ୍ଡେ ଟିଆଅଇରଇଲାଇ । ସେମନ୍ ଜିସୁର୍ ସଙ୍ଗ୍ କାତାଅଇବାକେ ମନ୍ କର୍ତେ ରଇଲାଇ ।
ଜେ ଡାକ୍ପୁଟା ବଲି ଜାନାଇ ଅଇବାକେ ମନ୍କଲାନି, ସେ ନିଜର୍ କାମ୍ ଲୁଚାଇକରି ନ ସଙ୍ଗଇ ରଏ । ଜେଡେବେଲା ତମେ ଏସବୁ କରିପାର୍ଲାସ୍ନି ବଇଲେ, ଦୁନିଆର୍ ସବୁଲକ୍ ତମ୍କେ ଜାନ୍ବାଇ ।