11 ସେ କଇଲା, “ନାଇ ମାପ୍ରୁ କେ ମିସା ମକେ ଦସି ବଲି ବିଚାର୍ କରତ୍ ନାଇ ।” ଜିସୁ ତାକେ କଇଲା, “ମୁଇ ମିସା ତକେ ଦସି ବଲି ବିଚାର୍ ନ କରି । ମାତର୍ ଜା ଆରି ପାପ୍ କର୍ ନାଇ ।”
ପର୍ମେସର୍ ତାର୍ ପିଲାକେ ଏ ଦୁନିଆଇ ବିଚାର୍ କର୍ବାକେ ପାଟାଏନାଇ, ମାତର୍ ତାର୍ ଲାଗି ଦୁନିଆ ରକିଆ ପାଅ ବଲି ପାଟାଇ ଆଚେ ।
ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
ଆରି ତମେ ମକେ ଲକ୍ମନର୍ ଇସାବେ ବିଚାର୍ କଲାସ୍ନି । ମାତର୍ ମୁଇ କାକେ ବିଚାର୍ ନ କରି ।
ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।”
ମୁଇ ଦରମ୍ ଲକ୍ବଲି ନିଜ୍କେ ବାବ୍ବା ଲକ୍ମନର୍ ପାଇ ଆସିନାଇ, ମାତର୍ ପାପି ଲକ୍ମନ୍କେ ପାପେଅନି ମନ୍ ବାଦ୍ଲାଇବାକେ ଆଇଲିଆଚି ।”
ସେନ୍ତି ବଇଲେ ତା, ତମେ ପରମେସରର୍ ବେସି ଜିବନ୍ ଦୁକାଇଲାଟା, ଉଦାର୍ କର୍ବାଟା ଆରି ମୁରଚ୍ବାଟାକେ ନାମାସ୍ ନାଇ । ତମେ ସତଇସେ ଜାନିଆଚାସ୍ ଜେ, ତମର୍ ମନେ କାରାପ୍ କାମ୍ ଅଇଲାଟା ମାନିଅଇବାକେ ପରମେସର୍ ଏଡେକ୍ ଦୟା କଲାଆଚେ ।
ମୁଇ ତମ୍କେ କଇଲିନି, ଜେଡେବେଲେ ଜାକ ପାପେଅନି ମନ୍ ନ ବାଦ୍ଲାଆସ୍, ତମେ ସବୁ ଲକ୍ ସେନ୍ତାରି କୁରୁପ୍ନାସ୍ ଅଇଜାଇସା ।
ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
ଜିସୁ କଇଲା “ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ପାରା ନଏଁ । ଜଦି ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ ପାରା ଅଇତା, ସେନ୍ତାର୍ଆଲେ ମର୍ ସିସ୍ମନ୍ ମର୍ବାଟେ ଅଇ ଜୁଇଦ୍ କର୍ତାଇ । ଆରି ମକେ ଜିଉଦି ନେତାମନର୍ ଟାନେ ସର୍ପି ନ ଦେଇତାଇ । ମାତର୍ ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ପାରା ନଏଁ ।”
ମାତର୍ ତର୍ ବାଇ ମରିଜାଇରଇଲା । ଏବେ ସେ ଜିବନ୍ ଅଇଆଚେ ସେ ଆଜିଜାଇରଇଲା ମାତର୍ ଏବେ ମିଲ୍ଲା ଆଚେ । ସେଟାର୍ପାଇ ଆମେ ସାର୍ଦା କର୍ବାର୍ ରଇଲା ।”
ନାଇ, ମୁଇ ତମ୍କେ କଇଲିନି, ପାପେଅନି ମନ୍ ନ ବାଦ୍ଲାଇଲେ ତମେସବୁ ଲକ୍ ସେନ୍ତି କୁରୁପ୍ନାସ୍ ଅଇଜାଇସା ।”
ଆରି, ଆମର୍ ମାପ୍ରୁ ବେସି ଦିନ୍ ଜାଗ୍ବାଟା ଆରି ରକିଆ କର୍ବାଟା ବଲି ଏତାଆ । ଆମର୍ ଆଲାଦର୍ ବାଇ ପାଉଲ୍କେ ମିସା ମାପ୍ରୁ ତାକେ ଦେଲା ବୁଦି ଇସାବେ ତମର୍ ଲଗେ ଏନ୍ତାର୍ ଲେକ୍ଲା ଆଚେ ।
ବିସ୍ବାସ୍ ନ କର୍ବା ଲକ୍ମନ୍କେ ବିଚାର୍ କର୍ବାକେ ମୁଇ କେ ? ପର୍ମେସର୍ ସେମନ୍କେ ବିଚାର୍ କର୍ସି । ଜନ୍ ଲକ୍ମନ୍ ମଣ୍ଡଲିତେଇ ରଇବାଇ, ସେମନ୍କେ ବିଚାର୍ କର୍ବାଟା ଆମର୍ କାମ୍ ।
ତାର୍ପଚେ ସେମନ୍ ଆରିଗଟେକ୍ ଗାଏଁ ଉଟିଗାଲାଇ ।