30 ତାର୍ ପଚେ ସେ ଲକ୍ ଜିଉଦି ନେତାମନ୍କେ କଇଲା, “ଏଟା ଗଟେକ୍ ବେସି ବଡ୍ କାବାଅଇଜିବା ବିସଇ । ସେ ଲକ୍ ମର୍ ଆଁକି ନିମାନ୍ କଲାଆଚେ, ମାତର୍ ସେ କନ୍ତିଅନି ଆଇଲା ଆଚେ, ସେଟା ତମେ ନାଜାନୁ ବଲି କଇଲାସ୍ନି ।”
ଜିସୁ ସେମନର୍ ଦେକ୍ତେ କେତେକ୍ କେତେକ୍ କାବା ଅଇଜିବା କାମ୍ମନ୍ କରିରଇଲେ ମିସା, ସେମନ୍ ତାକେ ବିସ୍ବାସ୍ କରତ୍ନାଇ ।
ଜିସୁ ତାକେ କଇଲା, “ତୁଇ ଇସ୍ରାଏଲର୍ ଗଟେକ୍ ବଡ୍ ଗୁରୁ ଅଇକରି ମିସା କେନ୍ତି ଏ ସବୁ କାତା ବୁଜି ନାପାର୍ଲୁସ୍ନି ?
ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ ।
ଜିସୁ ଜଅନର୍ ସିସ୍ମନ୍କେ କଇଲା, “ତମେମନ୍ ଜନ୍ ଜନ୍ଟା ଦେକ୍ଲାସ୍ ଆରି ସୁନ୍ଲାସ୍, ସେଟା ସବୁ ଜାଇ ଜଅନ୍କେ ଜାନାଆ, କାଣା ଲକ୍ମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡିବୁଲ୍ଲାଇନି, ବଡ୍ ରଗିମନ୍ ନିକ ଅଇଲାଇନି, ବଇରା ଲକ୍ମନ୍ ସୁନ୍ଲାଇନି, ମଲାଲକ୍ମନ୍ ଜିବନ୍ଅଇ ଉଟ୍ଲାଇନି, ଆରି ଦୁକର୍ ଲକ୍ମନ୍କେ ମାପ୍ରୁର୍ ବାକିଅ ସୁନାଇଅଇଲାନି ।
କାଣାମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡ୍ଲାଇନି, ବଡ୍ ରଗିମନ୍ ନିମାନ୍ ଅଇଲାଇନି, ବଇରାମନ୍ ସୁନ୍ଲାଇନି, ମଲା ଲକ୍ମନ୍ ଜିବନ୍ ଅଇଲାଇନି ଆରି ଗରିବ୍ ଲକ୍ମନର୍ ଲଗେ ନିମାନ୍ କବର୍ କେଟ୍ଲାନି ।
ଆରି ତେଇର୍ ଲକ୍ମନ୍ ତାକେ ବିସ୍ବାସ୍ ନ କର୍ବାଟା ଦେକି ଜିସୁ କାବାଅଇଗାଲା ।
ଜିସୁ ସେମନ୍କେ କଇଲା, “ଏ ସାସ୍ତରର୍ କାତା କାଇ କେବେ ତମେ ପଡାସ୍ ନାଇ କି ? “ଗର୍ବାନ୍ଦୁମନ୍ ଜନ୍ ପାକ୍ନା ଲଡାକେ ନ ଅଏ ବଲି ଚାଡିଦେଇ ରଇଲାଇ, ସେଟାସେ ଗର୍ କନର୍ ମୁକିଅ ପାକ୍ନା ଅଇଲା । ନିଜେ ମାପ୍ରୁଆକା ଏଟା କଲା ଆଚେ । ତାର୍ କାମ୍ କେତେକ୍ କାବାଅଇଜିବା କାମ୍ !”
ପର୍ମେସର୍ ମସାର୍ତେଇ କାତା ଅଇରଇଲାଟା ଆମେ ଜାନିଆଚୁ, ମାତର୍ ଏ ଲକ୍ କନ୍ତିଅନି ଆଇଲାଆଚେ, ସେଟା ନାଜାନୁ ।”
ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।