40 ଜିସୁ ଏନ୍ତି କଇବା କାତା, ଲଗେ ରଇଲା କେତେଟା ପାରୁସି ଲକ୍ମନ୍ ସୁନିକରି ତାକେ ପାଚାର୍ଲାଇ, “ଏନ୍ତି ବଇଲେ ଆମ୍କେ କାଇ କାଣା ଲକ୍ମନ୍ ବଲି ବାବ୍ଲୁସ୍ନି କି ?”
ତମେ କଇଲାସ୍ନି ମୁଇ ସାଉକାର୍, ମକେ ଜାଇ ଜାଇଟା ଦର୍କାର୍, ସେଟା ମର୍ଲଗେ ଆଚେ । ମାତର୍ ତମେ କେତେକ୍ କାକୁର୍ତି ଅଇଆଚାସ୍, ତମେ ଅର୍କିତ୍, ଡୁମ୍ଣ୍ଡା ଆରି କାଣା, ସେଟା ତମେ ନାଜାନାସ୍ ।
ସେବେଲା ଜିଉଦି ନେତାମନ୍ କଇଲାଇ, “ତୁଇ ପାପେ ଜନମ୍ ଅଇକରି ପୁରାପୁରୁନ୍ ପାପେ ବୁଡି ଆଚୁସ୍ । ତେଇଅନି ତୁଇ ବାଅଡ୍ । ଆମ୍କେ ସିକାଇଲୁସ୍ନି ?” ଏନ୍ତି କଇକରି ସେମନ୍ ତାକେ ଜିଉଦିମନର୍ ପାର୍ତନା ଗରେଅନି ବାର୍କରାଇଦେଲାଇ ।
ଜିସୁ ସେମନ୍କେ କଇଲା, “ତମେ କାଣା ଅଇରଇତାସ୍ ଆଲେ ଦସି ନ ଅଇତାସ୍ । ମାତର୍ ଦେକି ପାର୍ଲୁନି ବଲି କଇଲାସ୍ନିଜେ ଅଦିକ୍ ଦସି ।”