21 ଏତ୍କି ଅଇବା ବିତ୍ରେ ଲକ୍ମନ୍ ଜିକରିୟକେ ବାଇରେ ଜାଗିରଇଲାଇ ଆରି ଦେଉଲେ ତାର୍ ଅଲ୍ସମ୍ ଅଇଲାଜେ ସେମନ୍ କାବାଅଇ ଜାଇତେରଇଲାଇ ।
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
ଜିଉଦା ସେମନ୍ ଦେଇରଇବା ରୁପାଟାଙ୍ଗା ମନ୍ଦିର୍ ବିତ୍ରେ ପିଙ୍ଗିଦେଇ ଉଟିଗାଲା । ତାର୍ପଚେ ସେ ଜାଇକରି ଗାଲାଇ ଡର୍ ବାନ୍ଦି ଉଚ୍କିଅଇ ମରିଗାଲା ।
ଦେକ୍, ଏ ସବୁ ନ ଅଇବା ଦିନ୍ ଜାକ ତୁଇ ଗୁଲାଅଇ ରଇସୁ । କାଇକେବଇଲେ ମର୍ ସବୁ ବାକିଅ ସମାନ୍ ବେଲାଇସେ ପୁରାପୁରୁନ୍ ଅଇସି । ସେଟା ସବୁ ତୁଇ ବିସ୍ବାସ୍ କୁରୁସ୍ ନାଇ ।”
ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।