65 ତାର୍ ଲଗର୍ ପାକର୍ ଲକ୍ମନ୍ ଡରିଗାଲାଇ, ଆରି ଏସବୁ କାତା ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ସବୁ ବାଟର୍ ଲକ୍ମନ୍ କୁଆବଲା ଅଇଲାଇ ।
ସେଡ୍କିବେଲେ ମରିୟମ୍ ବାରଇକରି ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ଗଟେକ୍ ନଅରେ ଉଟିଗାଲା ।
ଜିରୁସାଲେମର୍ ଗୁଲାଇ ମଣ୍ଡଲିର୍ ଲକ୍ମନ୍ ଆରି ଜେତ୍କି ଲକ୍ ଏ କାତା ସୁନ୍ଲାଇ, ସବୁଲକ୍ ଡରିଗାଲାଇ ।
ଅନନିୟ ଏ କାତା ସୁନ୍ଲା ଦାପ୍ରେ ତଲେ ଆପ୍ଟି ଅଇ ଅଦ୍ରି ମରିଗାଲା । ଜନ୍ ଲକ୍ମନ୍ ଏ କାତା ସୁନ୍ଲାଇ ସେମନ୍ ସବୁଲକ୍ ବେସି ଡରିଗାଲାଇ ।
ଆରି ଲକ୍ମନ୍ ଡରିଜାଇତେରଇଲାଇ । ପର୍ମେସର୍ ପେରିତ୍ମନର୍ ତେଇଅନି ବେସି କାବାଅଇଜିବା କାମ୍ମନ୍ କର୍ତେ ରଇଲା । ସବୁ ଲକ୍ମନ୍ ପରମେସର୍କେ ନାମ୍ଲାଇ ।
ତେଇ ସବୁଲକ୍ ଡରିଗାଲାଇ, ଆରି ପର୍ମେସରର୍ ମଇମା କରି କରି କଇଲାଇ “ଆମର୍ ବିତ୍ରେ ଗଟେକ୍ ମଆନ୍ ବବିସତ୍ବକ୍ତା ଆଇଲାଆଚେ, ଆରି ପର୍ମେସର୍ ନିଜର୍ ଲକ୍ମନ୍କେ ଉଦାର୍ କର୍ବାକେ ଆସିଆଚେ ।”
ତିନ୍ଦିନ୍ ଆରି ଅଦା ଦିନ୍ ପଚେ ଜିବନ୍ ଦେବା ଗଟେକ୍ ପୁଣ୍ଡା ପର୍ମେସର୍ ଟାନେଅନି ଆସି ତାକର୍ ବିତ୍ରେ ପୁର୍ଲା । ଆରି ଏଦେ ଦେକା ! ସେମନ୍ ଉଟ୍ଲାଇ । ସେମନ୍କେ ଦେକ୍ଲା ଲକ୍ମନ୍ ବେସି ଡରିଗାଲାଇ ।
ଏପିସେ ବାସାଅଇରଇବା ଜିଉଦି ବିସ୍ବାସିମନ୍ ଆରି ଗିରିକ୍ ଲକ୍ମନ୍, ଏ ବିସଇ ସୁନି ଡରିଗାଲାଇ ଆରି ତେଇ ମାପ୍ରୁ ଜିସୁର୍ ନାଉଁ ଅଦିକ୍ ଡାକ୍ପୁଟା ଅଇଲା ।
ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
ତେଇ ରଇଲା ସବୁଲକ୍ କାବା ଅଇଜାଇକରି ପର୍ମେସରର୍ ମଇମା କର୍ବାର୍ ଦାର୍ଲାଇ ଆରି ମାପ୍ରୁର୍ ଚକିତ୍ କାମ୍ ଦେକି, “ଆଜି ଆମେ କେବେ ନ ଅଇଲାଟା ଦେକ୍ଲୁ !” ବଲି କଇଲାଇ ।
ଆରି ଜେତ୍କି ଲକ୍ ତେଇ ରଇଲାଇ ଗଉଡ୍ମନର୍ ଟାନେଅନି ସେ ସବୁ କାତା ସୁନି କାବା ଅଇଗାଲାଇ ।