68 “ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
ତେଇ ସବୁଲକ୍ ଡରିଗାଲାଇ, ଆରି ପର୍ମେସରର୍ ମଇମା କରି କରି କଇଲାଇ “ଆମର୍ ବିତ୍ରେ ଗଟେକ୍ ମଆନ୍ ବବିସତ୍ବକ୍ତା ଆଇଲାଆଚେ, ଆରି ପର୍ମେସର୍ ନିଜର୍ ଲକ୍ମନ୍କେ ଉଦାର୍ କର୍ବାକେ ଆସିଆଚେ ।”
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ ।
ପିଲାକେ ମାପ୍ରୁର୍ଟାନେ ସର୍ପି ଦେବାବେଲେ ସେ ଦେଉଲର୍ ଡାଣ୍ଡେ କେଟି, ପର୍ମେସରର୍ ମଇମା କରିକରି ଜନ୍ ଲକ୍ମନ୍ ଜିରୁସାଲାମର୍ ମୁକ୍ତି ମିଲ ବଲି ଜାଗ୍ତେରଇଲାଇ, ସେ ଲକ୍ମନ୍କେ ପିଲାର୍ ବିସଇ କଇବାର୍ ଦାର୍ଲା ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
ସେମନ୍ ତମ୍କେ ଆରି ତମର୍ ପାଚୁରି ତେଇ ରଇବା ଲକ୍ମନ୍କେ ପୁରାପୁରୁନ୍ ନସାଇ କୁଟ୍କୁଟା କରିଦେବାଇ । ଗଟେକ୍ ପାକ୍ନା ମିସା ନିଜର୍ ଜାଗାଇ ନ ଚାଡତ୍ । କାଇକେବଇଲେ ପର୍ମେସର୍ ତମ୍କେ ରକିଆ କର୍ବାକେ ଆସିରଇଲା, ସେବେଲା ତମେ ଜାନି ନାପାର୍ଲାସ୍ ।”
ସେନ୍ତାରି ଆମ୍କେ ଇନ୍ କର୍ବା ସବୁ ସତ୍ରୁମନର୍ ଟାନେଅନି ମୁକ୍ଲାଇ ଆଚେ ।
ସେ ଆକା ଇସ୍ରାଏଲର୍ ଲକ୍ମନ୍କେ ରକିଆ କର୍ସି ବଲି ଆସା କରି ରଇଲୁ । ମାତର୍ ତାକେ ମରାଇ ତିନ୍ଦିନ୍ ଅଇଲାନି ।
କିରିସ୍ଟ ସେ ତାମୁ ବାଟେଜାଇ ଏକାତରେକ୍ ସେ ବଡ୍ ସୁକଲ୍ ଜାଗାଇ ପୁର୍ଲା । ସେ ତେଇ ପୁର୍ବା ବେଲେ ବଲି କର୍ବାକେ ଚେଲି କି ପସୁ ବନି ନେଇ ନ ଜାଇରଇଲା । ମାତର୍ ସେ ନିଜର୍ ବନି ନେଇକରି ଜନ୍ ଜନ୍ଟା କର୍ବାର୍ ରଇଲା, ସେଟା ପୁରାପୁରୁନ୍ କଲା । ଜେନ୍ତାରି କି ଆମ୍କେ ମୁକ୍ଲାଇକରି କାଲ୍ କାଲ୍ ଜୁଗ୍ଜୁଗର୍ ପାଇ ମୁକ୍ତି ଦେଲା ।