69 ତାର୍ ନିଜର୍ ଗତିଦାଙ୍ଗ୍ଡା ଦାଉଦର୍ କୁଟୁମେ ଅନି ଆମର୍ ପାଇ ଗଟେକ୍ ବପୁ ସଙ୍ଗର୍ ଉଦାର୍କାରିଆକେ ଦେଲା ଆଚେ ।
ଆମର୍ ଆନିଦାଦି ଦାଉଦ୍ ରାଜାର୍ ରାଇଜ୍ ଆଇଲାନି, ତାର୍ ରାଇଜ୍ ପର୍ମେସର୍ ଆସିର୍ବାଦ୍ କର । ସର୍ଗେ ରଇବା ବାବା ପର୍ମେସର୍ ସନ୍ମାନ୍ ପାଇଲାପାରା କାତା କୁଆ” ବଲି କଇଲାଇ ।
“ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।”
ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।