78 ଆମର୍ ପାଦ୍ ସାନ୍ତିର୍ ବାଟେ ଆନ୍ବାକେ, ଆମର୍ ପର୍ମେସରର୍ ଆଲାଦର୍ ଦୟାର୍ଲାଗି, ଆମର୍ପାଇ ସର୍ଗେଅନି ବେଲ୍ ତାରାସ୍ସି ।
ବବିସତ୍ବକ୍ତାମନର୍ କାତା ସତ୍ ଆଚେ ବଲି ଆମେ ଜାନିଆଚୁ । ଏ ସବୁ କାତା ତମେ ମନ୍ଦିଆନ୍ ଦେଇ ସୁନା । କାଇକେବଇଲେ ସେଟା ଆନ୍ଦାରେ ଲାଗିରଇବା ଗଟେକ୍ ବତିର୍ ଉଜଲ୍ ପାରା ଆଚେ । ସାକ୍ଲିଆ ଉଜଲ୍ ଡିସ୍ବା ତାରାର୍ପାରା ତମର୍ ମନ୍ବିତ୍ରେ ଉଜଲ୍ ଦେଇସି ।
ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ ।
ଜଦି କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ତମର୍ ମନ୍ ସାର୍ଦା ଅଇଲାଆଚେ, ଆରି ତାର୍ ଆଲାଦର୍ ଲାଗି ସାନ୍ତି ପାଇଆଚାସ୍, ଜଦି ସୁକଲ୍ଆତ୍ମାର୍ ସଙ୍ଗ୍ ମିସିବିଡିକରି ଆଚାସ୍, ଆରି ଜଦି କିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା ଦେକାଇଆଚେ,
କାଇକେବଇଲେ ଉଜଲର୍ ସବୁ ବିସଇ ଉଜଲ୍ସେ । ସେଟାର୍ ପାଇ ଏନ୍ତାରି ଲେକାଅଇଲାଆଚେ, “ଏ ଗୁନେରାମନ୍ ଉଟା, ମଲାପାରା ନ ରଇକରି ଜିବନ୍ ରୁଆ, କିରିସ୍ଟ ତମ୍କେ ଉଜଲ୍ ଦେଇସି ।”
“ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।”
ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ ।
ମୁଇ ତମ୍କେ ସବୁ ଲକ୍କେ ଆରିତରେକ୍ ଦେକ୍ବି ବଲି ମନ୍ କଲିନି । ଏ ବିସଇତେଇ ନିଜେ ପର୍ମେସର୍ ସାକିଆଚେ । କାଇକେବଇଲେ ଜିସୁକିରିସ୍ଟ ଆଲାଦ୍ କଲାପାରା ମୁଇ ତମ୍କେ ଆଲାଦ୍ କଲିନି ।
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।