17 ତାର୍ପଚେ ସେ ସତୁରି ଲକ୍ ବାଉଡି ଆଇଲାଇ ଆରି ସାର୍ଦାଅଇକରି କଇଲାଇ, “ମାପ୍ରୁ, ତମର୍ ନାଉଁ ଦାରି ଆଦେସ୍ ଦେଲେ ଡୁମାମନ୍ମିସା ଆମର୍ କାତା ମାନ୍ଲାଇନି ।”
ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ ।
ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି ।
ପଚେ ଜିସୁ ବାର୍ଟା ସିସ୍ମନ୍କେ ରୁଣ୍ଡାଇକରି, ସେମନ୍କେ ସବୁ ଡୁମା ଚାଡାଇବାକେ, ରଗ୍ ନିକ କର୍ବାକେ ବପୁ ଆରି ଅଦିକାର୍ ଦେଲା ।
ତାର୍ପଚେ ମାପ୍ରୁ ଆରି ସତୁରିଦୁଇ ଲକ୍କେ ମିସାଇଲା ଆରି ସେ ଜନ୍ ଜନ୍ ଜାଗାଇ ଆରି ଜନ୍ ଜନ୍ ନଅରେ ଜିବାକେ ମନ୍ କରିରଇଲା, ସେ ଜାଗାମନ୍କେ ଦୁଇ ଦୁଇ ଲକ୍କରି, ସେ ଜିବା ଆଗ୍ତୁ ପାଟାଇଲା ।
ସେ ଜାଗାଇ ଜର୍ ଦୁକା ଅଇରଇଲା ଲକ୍ମନ୍କେ ନିକ କରା, ଆରି ସେମନ୍କେ କୁଆ ପର୍ମେସରର୍ ରାଇଜ୍ ତମର୍ଲଗେ ସେ ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ଏଲେମିସା ଆତ୍ମାମନ୍ ଆମର୍ କାତା ମାନ୍ଲାଇନି ବଲି ସାର୍ଦା ଉଆନାଇ । ତମର୍ ନାଉଁମନ୍ ସର୍ଗେ ଲେକାଅଇଆଚେ ବଲି ସାର୍ଦାଉଆ ।”
ତେବର୍ପାଇ ମଣ୍ଡ୍ଲି ଜେନ୍ତାର୍ କିରିସ୍ଟକେ ସର୍ପି ଅଇସି, ସେନ୍ତାରି ଏ ମାଇଜିମନ୍, ତମେ ମିସା ସବୁ ବିସଇତେଇ ତମର୍ ମନସ୍ମନର୍ ଟାନେ ସର୍ପି ଅଇବାର୍ଆଚେ ।