33 ମାତର୍ ସମିରଣିୟର୍ ଗଟେକ୍ ଲକ୍ ତାର୍ଲଗେ ଆସି, ଦେକ୍ଲା ଆରି ବେସି ମନ୍ଦୁକ୍ କଲା ।
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
ମୁଇ ଜେନ୍ତି ତକେ ଦୟା କଲି, ତୁଇ ମିସା ତର୍ ସଙ୍ଗର୍ କାମ୍ କରୁକେ ଦୟା କର୍ବାର୍ ରଇଲା ।”
ଜିସୁ ବାର୍ଟା ସିସ୍ମନ୍କେ ପାଟାଇଲାବେଲେ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ଆଦେସ୍ ଦେଇ କଇଲା, “ତମେ ଜିଉଦି ନଇଲା ଲକ୍ମନର୍ କନ୍ ଜାଗାଇ ମିସା ଜାଆନାଇ କି ସମିରଣିୟ ଗଡେ ମିସା ପୁରାନାଇ ।
ଜିଉଦିମନ୍ ଜିସୁକେ ପାଚାର୍ଲାଇ, “ତୁଇ ଗଟେକ୍ ସମିରଣିୟ ଲକ୍, ତକେ ଗଟେକ୍ ଡୁମା ଦାର୍ଲା ଆଚେ ବଲି ଆମେ କଇଲା କାତା ସତ୍ ନଏଁ କି ?”
ତେଇ ସମିରଣିୟ ମାଇଜି କାବାଅଇ ଜିସୁକେ କଇଲା, “ତୁଇ ଗଟେକ୍ ଜିଉଦି ଲକ୍ ଆରି ମୁଇ ଗଟେକ୍ ସମିରଣିୟ, ତୁଇ କେନ୍ତି ମର୍ ଆତର୍ ପାନି କାଇବାକେ ମାଙ୍ଗ୍ଲୁସ୍ନି ?” କାଇକେ ବଇଲେ, ଜିଉଦି ଲକ୍ମନ୍ ସମିରଣିୟ ଲକ୍ମନର୍ କାଇବାତେଇ ନ କାଇତେ ରଇଲାଇ ।
ସେନ୍ତାରିସେ ଗଟେକ୍ ଲେବିୟ ଲକ୍ ମିସା ସେ ଜାଗାଇ ଆସି ତାକେ ଦେକି ବାଟ୍ ପିଟାଇଅଇ ଉଟିଗାଲା ।
ଆରି ତାର୍ଲଗେ ଜାଇ ମାଡ୍ଅଇ କଣ୍ଡିଆ ବଣ୍ଡିଆ ଅଇଲାଟାନେ, ଚିକନ୍ ଆରି ଆମଟ୍ ଅଙ୍ଗୁର୍ରସ୍ ଲାଗାଇଦେଲା । ତାକେ ଗର୍ଣ୍ଡା ବାନ୍ଦି, ଗଦଉପ୍ରେ ବସାଇ, ଲକ୍ମନ୍ ବସି ମିଟିଙ୍ଗ୍ କର୍ବା ଗରେ ନେଇ ସେବାଜତନ୍ କଲା ।